Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ସରକାରୀ ଚାକିରିରେ ୧୦% ସଂରକ୍ଷଣ ପାଇବେ ଅଗ୍ନିବୀର
ଜାତୀୟ ଖବର

ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ସରକାରୀ ଚାକିରିରେ ୧୦% ସଂରକ୍ଷଣ ପାଇବେ ଅଗ୍ନିବୀର

July 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ହରିୟାଣାର ନାୟବ ସିଂ ସୈନି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାରୀ ଚାକିରିରେ ଅଗ୍ନିବୀରଙ୍କୁ ୧୦ ପ୍ରତିଶତ ସଂରକ୍ଷଣ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୈନି ଘୋଷଣା କରିଛନ୍ତି। ଗ୍ରୁପ୍ ସିରେ ୫ ପ୍ରତିଶତ ସଂରକ୍ଷଣ ଦିଆଯିବ। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମଧ୍ୟ ବିନା ସୁଧରେ ଋଣ ମିଳିବ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ମୁଖ୍ୟ ବିନ୍ଦୁ:

ହରିୟାଣାରେ ୧୦ ପ୍ରତିଶତ ସଂରକ୍ଷଣ।

ପୋଲିସ ଏବଂ ଖଣି ଗାର୍ଡ ନିଯୁକ୍ତିରେ ସଂରକ୍ଷଣ।

ଗ୍ରୁପ୍ ସି ଏବଂ ଗ୍ରୁପ୍ ଡି ନିଯୁକ୍ତିରେ ବୟସ ସୀମାରେ ୩ ବର୍ଷ ଆଶ୍ଵସ୍ତି।

୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଉପଲବ୍ଧ ହେବ।

Agniveer Scheme Haryana News Nayab Singh Saini
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.