Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସୁପ୍ରିମକୋର୍ଟକୁ ମିଳିଲା ଦୁଇ ନୂଆ ବିଚାରପତି: ଶପଥ ଗ୍ରହଣ କରାଇଲେ ସିଜେଆଇ
ଜାତୀୟ ଖବର

ସୁପ୍ରିମକୋର୍ଟକୁ ମିଳିଲା ଦୁଇ ନୂଆ ବିଚାରପତି: ଶପଥ ଗ୍ରହଣ କରାଇଲେ ସିଜେଆଇ

July 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟଙ୍କ ପାଇଁ ଏକ ବିଶେଷ ଦିନ। ମାଡ୍ରାସ ହାଇକୋର୍ଟର କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଆର ମହାଦେବନ ଆଜି ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଭାରତର ପ୍ରଧାନ ବିଚାରପତି ଡିଏ ଚନ୍ଦ୍ରଚୁଡ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ଏହା ବ୍ୟତୀତ ଜମ୍ମୁ କାଶ୍ମୀର ଓ ଲଦାଖ ହାଇକୋର୍ଟର ପ୍ରଧାନ ବିଚାରପତି ନୋଙ୍ଗମଇକାପମ କୋଟିଶ୍ୱର ସିଂ ମଧ୍ୟ ସୁପ୍ରିମକୋର୍ଟର ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି।

ପ୍ରକାଶ ଯେ, ଜଷ୍ଟିସ୍ କୋଟିଶ୍ୱର ସିଂ ଏବଂ ଆର ମହାଦେବନ ସୁପ୍ରିମକୋର୍ଟ କଲେଜିୟମ ଦୁଇ ବିଚାରପତିଙ୍କୁ ସୁପାରିଶ କରିବାର କିଛି ଦିନ ପରେ ଜୁଲାଇ ୧୧ରେ ମହାଦେବନଙ୍କ ପଦୋନ୍ନତିକୁ ଅନୁମୋଦନ କରାଯାଇଥିଲା। ଦୁଇ ବିଚାରପତିଙ୍କୁ ସୁପାରିଶ କରିବାବେଳେ କଲେଜିୟମ ବେଞ୍ଚରେ ବିବିଧତାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଜଷ୍ଟିସ ସିଂ ଏବଂ ମହାଦେବନ ଶପଥ ଗ୍ରହଣ କରିବା ପରେ ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୩୪ କୁ ବୃଦ୍ଧି ପାଇବ।

Breaking News cji supremecourt
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.