Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ ସ୍ଥାନ ପାଇଲା ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ “ବାରଙ୍ଗ ୧୯୯୯”
ଜାତୀୟ ଖବର

ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ ସ୍ଥାନ ପାଇଲା ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ “ବାରଙ୍ଗ ୧୯୯୯”

July 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୧୯ ଜୁଲାଇରେ ମୁମ୍ବାଇରେ ଅନୁଷ୍ଠିତ ହୋଇଥିବା ସମ୍ମାନଜନକ ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ କଞ୍ଚାଲଙ୍କାର ୱେବ୍ ସିରିଜ୍ “ବାରଙ୍ଗ ୧୯୯୯” କୁ ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ ଭାବେ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି ପୁରସ୍କାରକୁ କଞ୍ଚାଲଙ୍କାର କୋ ପ୍ରତିଷ୍ଠାତା ତଥା ଚେୟାରମ୍ୟାନ୍ ଅକ୍ଷୟ କୁମାର ପରିଜା ଓ ସିରିଜର ନିର୍ଦ୍ଦେଶକ ଅଜୟ ପାଢି ଗ୍ରହଣ କରିଛନ୍ତି।

“ବାରଙ୍ଗ ୧୯୯୯” କାହାଣୀକୁ ଖାଲି ଓଡ଼ିଶା ନୁହଁ,ସାରା ଭାରତ ବର୍ଷ ଓ ଭାରତ ବାହାରେ ରହୁଥିବା ଆମ ଦର୍ଶକ ମାନେ ଏହାକୁ ଦେଖି ବହୁତ ସାରା ଭଲ ପାଇବା ଓ ପ୍ରଶଂସା କରିଛନ୍ତି। ଏହି ସିରିଜରେ ଚିତ୍ତ ରଂଜନ ତ୍ରିପାଠୀ, ସୁକୁମାର ଟୁଡୁ ଏବଂ ସୁପ୍ରିୟା ନାୟକଙ୍କ ଜୀବନ୍ତ ଅଭିନୟକୁ ଆମ ଦର୍ଶକଙ୍କ ଭଲ ପାଇବା ଦୁଇଗୁଣିତ କରିଛି।

କଞ୍ଚା ଲଙ୍କାର କୋ ପ୍ରତିଷ୍ଠାତା ତଥା ଚେୟାରମ୍ୟାନ୍ ଅକ୍ଷୟ କୁମାର ପରିଜା କୁହନ୍ତି : ଏହି ପୁରସ୍କାର ହଉଛି ବାରଙ୍ଗ ୧୯୯୯ ସିରିଜ୍ ରେ ଜଡିତ ସମସ୍ତ କଳାକାର, ଟେକ୍ନିସିଆାନ ଓ କ୍ରିଏଟିଭ୍ ମାନଙ୍କ କଠିନ ପରିଶ୍ରମ, ନିଷ୍ଠା ଏବଂ ପ୍ରତିଭାର ପ୍ରମାଣ। ଏହା ଭାରତୀୟ ମନୋରଞ୍ଜନ କ୍ଷେତ୍ରରେ ପ୍ରମାଣ ଦର୍ଶାଉଛି।

ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ପୁରସ୍କାର ଜିତିବା ଆମ କଞ୍ଚା ଲଙ୍କା ର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଓ ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ପୁରସ୍କାର ପାଇଁ ଆମେ ଆମର ଦର୍ଶକମାନଙ୍କୁ କୃତଜ୍ଞ ଜଣାଉଛୁ।

ଆମେ ଆମ ଦର୍ଶକଙ୍କ ପାଖରେ ଚୁକ୍ତିବଦ୍ଧ ଯେ, ଖାଲି ଓଡିଶା ନୁହଁ ସାରା ବିଶ୍ଵରେ ଆମେ ଆମ ଓଡିଶାର ସମୃଦ୍ଧ ସାଂସ୍କୃତିକ ଚିତ୍ର ଏବଂ ଆମର ସ୍ଥାନୀୟ କଳାକାରମାନଙ୍କ ଅବିଶ୍ୱସନୀୟ ପ୍ରତିଭା ଓ ଉଚ୍ଚମାନର ନିର୍ଦ୍ଦେଶନା କୁ ପହଞ୍ଚାଇବା ପାଇଁ ଚେଷ୍ଟା କରିବୁ

କଞ୍ଚା ଲଙ୍କା ବିଷୟରେ:

କଞ୍ଚାଲଙ୍କା ଓଡ଼ିଶାର ଅଗ୍ରଣୀ, ଓଡ଼ିଆ ମନୋରଞ୍ଜନଭିତ୍ତିକ ଓଟିଟି ପ୍ଳାଟଫର୍ମ l ବିଶ୍ଵବ୍ୟାପୀ ଦର୍ଶକମାନଙ୍କୁ ଉଚ୍ଚ ମାନର ଓଡ଼ିଆ କଣ୍ଟେଣ୍ଟ ପରଷିବା ପାଇଁ ସମର୍ପିତ। ସିନେମା, ୱେବ ସିରିଜ, କ୍ରୀଡା ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପରି ବିବିଧ ବିକଳ୍ପ ପାଇଁ ଏକ ପ୍ରମୁଖ ମାଧ୍ୟମ ‘ କଞ୍ଚା ଲଙ୍କା’। ଓଡ଼ିଶାର ସମୃଦ୍ଧ ସଂସ୍କୃତିର ମହୋତ୍ସବ ‘କଞ୍ଚା ଲଙ୍କା’।

କଞ୍ଚା ଲଙ୍କା ବାରଙ୍ଗ ୧୯୯୯ ମୁମ୍ବାଇ ୱେବ୍ ସିରିଜ୍‌
Share. Facebook Twitter LinkedIn Email WhatsApp Copy Link

Related Posts

BSF Raising Day: ବିଏସଏଫ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 1, 2025

IAS Vacancies in Odisha: ରାଜ୍ୟରେ କେତେ ଆଇଏଏସ ପଦବୀ ଖାଲି ଅଛି ପ୍ରଶ୍ନର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

December 1, 2025

Winter Session 2025: ଆରମ୍ଭ ହେଲା ସଂସଦର ଶୀତ ଅଧିବେଶନ,ତା ପୂର୍ବରୁ ପ୍ରଧାନମନ୍ତ୍ରୀ କହିଲେ….

December 1, 2025

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025
Latest News

BSF Raising Day: ବିଏସଏଫ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 1, 2025

IAS Vacancies in Odisha: ରାଜ୍ୟରେ କେତେ ଆଇଏଏସ ପଦବୀ ଖାଲି ଅଛି ପ୍ରଶ୍ନର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

December 1, 2025

Winter Session 2025: ଆରମ୍ଭ ହେଲା ସଂସଦର ଶୀତ ଅଧିବେଶନ,ତା ପୂର୍ବରୁ ପ୍ରଧାନମନ୍ତ୍ରୀ କହିଲେ….

December 1, 2025

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025

Konark Festival 2025: ଆଜି ସଂଧ୍ୟାରୁ ଆରମ୍ଭ ହେବ କୋଣାର୍କ ଉତ୍ସବ, ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.