Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆ ଟିକସ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କଲେ ସରକାର: ୧୭,୫୦୦ ସଞ୍ଚୟ କରିବେ ବେତନଭୋଗୀ କର୍ମଚାରୀ
ଜାତୀୟ ଖବର

ନୂଆ ଟିକସ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କଲେ ସରକାର: ୧୭,୫୦୦ ସଞ୍ଚୟ କରିବେ ବେତନଭୋଗୀ କର୍ମଚାରୀ

July 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ
ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବା ଅବସରରେ ନୂଆ ଟିକସ ବ୍ୟବସ୍ଥାକୁ ଚୟନ କରୁଥିବା ବେତନଭୋଗୀ ବ୍ୟକ୍ତି ଏବଂ ପେନସନଭୋଗୀମାନଙ୍କୁ ଟିକସ ରିହାତି ପ୍ରଦାନ କରିବା ପାଇଁ ଅନେକ ଆକର୍ଷଣୀୟ ସୁବିଧା ଘୋଷଣା କରିଛନ୍ତି।

ବେତନଭୋଗୀ କର୍ମଚାରୀଙ୍କ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ସେହିପରି ପେନସନଭୋଗୀଙ୍କ ପାଇଁ ପାରିବାରିକ ପେନସନ ଉପରେ ଛାଡକୁ ୧୫,୦୦୦ ଟଙ୍କାରୁ ୨୫,୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଛି। ଏହାଦ୍ୱାରା ପାଖାପାଖି ୪ କୋଟି ବେତନଭୋଗୀ ବ୍ୟକ୍ତି ଓ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିବ।

ଶ୍ରୀମତୀ ସୀତାରମଣ ନୂତନ ଟିକସ ବ୍ୟବସ୍ଥାରେ ଟିକସ ହାର ଢାଞ୍ଚାକୁ ନିମ୍ନଲିଖିତ ଭାବରେ ସଂଶୋଧନ କରିବାକୁ ପ୍ରସ୍ତାବ ଦେଇଛନ୍ତି:

ଏହି ପରିବର୍ତ୍ତନ ଫଳରେ ନୂଆ ଟିକସ ବ୍ୟବସ୍ଥାରେ ଜଣେ ବେତନଭୋଗୀ କର୍ମଚାରୀ ବାର୍ଷିକ ୧୭,୫୦୦ ଟଙ୍କା ପର୍ଯ୍ୟନ୍ତ ଆୟକର ସଞ୍ଚୟ କରିପାରିବେ।

budget Budget 2024 Live Budget 2024 News BUDGET-2024 India Budget 2024 nirmala sitharaman pm modi Union Budget 2024
Share. Facebook Twitter LinkedIn Email WhatsApp Copy Link

Related Posts

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026

ଭାରତ ଆସିବେ ରୁଷ ରାଷ୍ଟ୍ରପତି ପୁଟିନ: ଏକ ବର୍ଷ ମଧ୍ୟରେ ହେବ ଦ୍ୱିତୀୟ ଗସ୍ତ

May 19, 2026

ଆଫଗାନିସ୍ତାନ ଦିନିକିଆ ସିରିଜ ପାଇଁ ଶ୍ରେୟସ ଆୟରଙ୍କୁ ବଡ଼ ଦାୟିତ୍ୱ: ରୋହିତ ଏବଂ ବିରାଟ ସାମିଲ

May 19, 2026
Latest News

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.