Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆ ଟିକସ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କଲେ ସରକାର: ୧୭,୫୦୦ ସଞ୍ଚୟ କରିବେ ବେତନଭୋଗୀ କର୍ମଚାରୀ
ଜାତୀୟ ଖବର

ନୂଆ ଟିକସ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କଲେ ସରକାର: ୧୭,୫୦୦ ସଞ୍ଚୟ କରିବେ ବେତନଭୋଗୀ କର୍ମଚାରୀ

July 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବା ଅବସରରେ ନୂଆ ଟିକସ ବ୍ୟବସ୍ଥାକୁ ଚୟନ କରୁଥିବା ବେତନଭୋଗୀ ବ୍ୟକ୍ତି ଏବଂ ପେନସନଭୋଗୀମାନଙ୍କୁ ଟିକସ ରିହାତି ପ୍ରଦାନ କରିବା ପାଇଁ ଅନେକ ଆକର୍ଷଣୀୟ ସୁବିଧା ଘୋଷଣା କରିଛନ୍ତି।

ବେତନଭୋଗୀ କର୍ମଚାରୀଙ୍କ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ସେହିପରି ପେନସନଭୋଗୀଙ୍କ ପାଇଁ ପାରିବାରିକ ପେନସନ ଉପରେ ଛାଡକୁ ୧୫,୦୦୦ ଟଙ୍କାରୁ ୨୫,୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଛି। ଏହାଦ୍ୱାରା ପାଖାପାଖି ୪ କୋଟି ବେତନଭୋଗୀ ବ୍ୟକ୍ତି ଓ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିବ।

ଶ୍ରୀମତୀ ସୀତାରମଣ ନୂତନ ଟିକସ ବ୍ୟବସ୍ଥାରେ ଟିକସ ହାର ଢାଞ୍ଚାକୁ ନିମ୍ନଲିଖିତ ଭାବରେ ସଂଶୋଧନ କରିବାକୁ ପ୍ରସ୍ତାବ ଦେଇଛନ୍ତି:

ଏହି ପରିବର୍ତ୍ତନ ଫଳରେ ନୂଆ ଟିକସ ବ୍ୟବସ୍ଥାରେ ଜଣେ ବେତନଭୋଗୀ କର୍ମଚାରୀ ବାର୍ଷିକ ୧୭,୫୦୦ ଟଙ୍କା ପର୍ଯ୍ୟନ୍ତ ଆୟକର ସଞ୍ଚୟ କରିପାରିବେ।

budget Budget 2024 Live Budget 2024 News BUDGET-2024 India Budget 2024 nirmala sitharaman pm modi Union Budget 2024
Share. Facebook Twitter LinkedIn Email WhatsApp Copy Link

Related Posts

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଆଜି ଅଗଷ୍ଟ ୨୦ ତାରିଖ ବୁଧବାର ରାଶିଫଳ, କେମିତି କଟିବ ଆଜିର ଦିନ

August 20, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି

August 19, 2025
Latest News

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.