Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବୃଦ୍ଧି ପାଇଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜୀକରଣ ସମୟ ସୀମା, ଜାଣନ୍ତୁ କେବେ
ଜାତୀୟ ଖବର

ବୃଦ୍ଧି ପାଇଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜୀକରଣ ସମୟ ସୀମା, ଜାଣନ୍ତୁ କେବେ

July 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ଫସଲ
ବୃଦ୍ଧି ପାଇଲା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପଞ୍ଜୀକରଣ ସମୟ ସୀମା, ଜାଣନ୍ତୁ କେବେ

ଭୁବନେଶ୍ୱର: ଖରିଫ, ୨୦୨୪ ରେ ୮ଟି ବିଜ୍ଞାପିତ ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌-ଏଫ୍‌ବିୱାଇ) ଅଧୀନରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଜୁଲାଇ ୩୧ ତାରିଖ ହେଉଛି କୃଷକମାନଙ୍କ ନାମ ପଞ୍ଜୀକରଣର ଶେଷ ତାରିଖ।

ଖରିଫ, ୨୦୨୩ରେ ଜିଲ୍ଲା ପ୍ରଶାସନର ସକ୍ରିୟ ସହଯୋଗରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣ ହୋଇଥିଲା। ଗତବର୍ଷ ଭଳି ଚଳିତ ବର୍ଷ ରାଜ୍ୟ ସରକାର ୨ ହେକଫର ପର୍ଯ୍ୟନ୍ତ ଜମି ପାଇଁ ଚାଷୀଙ୍କ ଭାଗ ବହନ କରିବେ ଏବଂ ଆବେଦନର ବୈଧତା ପାଇଁ ସେମାନଙ୍କୁ ମାତ୍ର ୧/- ଟଙ୍କା ଦେବାକୁ ପଡିବ।

ଉପରୋକ୍ତ ତଥ୍ୟକୁ ଦୃଷ୍ଟିରେ ରଖି ଉନ୍ନତ ବିପଦ ପ୍ରଶମନ ପାଇଁ ଏହି ଯୋଜନାରେ କୃଷକଙ୍କ ପଞ୍ଜୀକରଣ ବୃଦ୍ଧି ପାଇଁ ଯଥାସମ୍ଭବ ପ୍ରୟାସ କରିବାକୁ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରାଯାଇଛି। ଆଗାମୀ ଖରିଫ ଋତୁରେ ଅତି କମରେ ୨୦ ପ୍ରତିଶତରୁ ଅଧିକ ଅଞ୍ଚଳ ଏବଂ କୃଷକମାନଙ୍କୁ ଏହି କାର୍ଯ୍ୟକ୍ରମ ଅଧୀନରେ ଅନ୍ତର୍ଭୁକ୍ତ କରାଯିବା ଉଚିତ ବୋଲି କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ପ୍ରକାଶ କରିଛନ୍ତି।

ଜାଲିଆତି ବୀମା ବିଷୟରେ ସୂଚନା ଦେବାକୁ ଯାଇ ପ୍ରମୁଖ ଶାସନ ସଚିବ ଡ. ପାଢୀ ଉଲ୍ଲେଖ କରିଛନ୍ତି ଯେ ଏହି ମାମଲାରେ ସରକାରୀ ଜମିରେ କୃଷିବୀମା, ଅଣଚାଷ ଜମି ଏବଂ ଜଣେ ଅନ୍ୟର ଜମିରେ ବୀମା କରୁଥିବା ଭଳି ଅନେକ ଅସାଧୁ ବ୍ୟକ୍ତି ନଜରକୁ ଆସିଛନ୍ତି। ତେଣୁ ପ୍ରକୃତ କୃଷକଙ୍କ ସ୍ୱାର୍ଥ ରକ୍ଷା ପାଇଁ ଏଭଳି ସମସ୍ତ ଅସାଧୁ ବ୍ୟକ୍ତି ଓ ସେମାନଙ୍କ ସହଯୋଗୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି।

PMFBY ପ୍ରଧାନମନ୍ତ୍ରୀ ଫସଲ ରଧାନମନ୍ତ୍ରୀ ଫସଲ ବୀମା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଜାରି ରହିବ ରୁଷରୁ ତେଲ କିଣିବା: ଟ୍ରମ୍ଫଙ୍କ ଶୁଳ୍କ ଧମକ ମଧ୍ୟରେ ଇଣ୍ଡିଆନ୍ ଅଏଲ୍ ର ନିଷ୍ପତ୍ତି

August 19, 2025

ଆଜି ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡି ମେଣ୍ଟ?: ଦୌଡ଼ରେ ଏହି ୩ଟି ନାମ

August 19, 2025

ଟ୍ରମ୍ପଙ୍କ ସହ କଥା ହେବା ପାଇଁ ପୁଟିନ କୁଆଡେ ନିଜ ଡୁପ୍ଲିକେଟକୁ ପଠାଇଥିଲେ!! ଚର୍ଚ୍ଚା…

August 19, 2025

ଆଜି ବଡ଼ ନିଷ୍ପତ୍ତି: ୨୦୨୫ ଏସିଆ କପ୍ ପାଇଁ ୧.୩୦ ରେ ଘୋଷଣା ହେବ ଟିମ ଇଣ୍ଡିଆ

August 19, 2025
Latest News

ଜାରି ରହିବ ରୁଷରୁ ତେଲ କିଣିବା: ଟ୍ରମ୍ଫଙ୍କ ଶୁଳ୍କ ଧମକ ମଧ୍ୟରେ ଇଣ୍ଡିଆନ୍ ଅଏଲ୍ ର ନିଷ୍ପତ୍ତି

August 19, 2025

ଆଜି ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡି ମେଣ୍ଟ?: ଦୌଡ଼ରେ ଏହି ୩ଟି ନାମ

August 19, 2025

ଟ୍ରମ୍ପଙ୍କ ସହ କଥା ହେବା ପାଇଁ ପୁଟିନ କୁଆଡେ ନିଜ ଡୁପ୍ଲିକେଟକୁ ପଠାଇଥିଲେ!! ଚର୍ଚ୍ଚା…

August 19, 2025

ଆଜି ବଡ଼ ନିଷ୍ପତ୍ତି: ୨୦୨୫ ଏସିଆ କପ୍ ପାଇଁ ୧.୩୦ ରେ ଘୋଷଣା ହେବ ଟିମ ଇଣ୍ଡିଆ

August 19, 2025

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.