Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବ୍ରୋଞ୍ଜ ପଦକ ଜିତିଥିବାରୁ ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଜାତୀୟ ଖବର

ବ୍ରୋଞ୍ଜ ପଦକ ଜିତିଥିବାରୁ ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

July 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଖେଳରେ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଭାରତୀୟ ସୁଟର ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;

“ଆମ ସୁଟର ମାନେ କ୍ରମାଗତ ଭାବେ ଆମକୁ ଗର୍ବିତ କରିଛନ୍ତି!

@realmanubhaker ଏବଂ ସରବଜୋତ ସିଂହଙ୍କୁ #Olympics ରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଖେଳରେ ବ୍ରୋଞ୍ଜ ପଦକ ହାସଲ ପାଇଁ ଅଭିନନ୍ଦନ । ସେମାନେ ଉଭୟ ଅସାଧାରଣ ଦକ୍ଷତା ଏବଂ ଦଳଗତ ମନୋଭାବର ପ୍ରଦର୍ଶନ କରିଛନ୍ତି । ଭାରତ ଅତ୍ୟନ୍ତ ପ୍ରସନ୍ନ ହୋଇଛି।

ମନୁଙ୍କ ପାଇଁ ଏହା କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସ ପଦକ,ସ୍ଥିରତା ଏବଂ ଆସାଧାରଣ ଉତ୍ସର୍ଗୀକୃତ ମନୋଭାବର ପ୍ରଦର୍ଶନ। #Cheer4Bharat”

Bronze Medal manu bhakar narendra modi Paris Olympic
Share. Facebook Twitter LinkedIn Email WhatsApp Copy Link

Related Posts

BCCIର ସମ୍ଭାବ୍ୟ 2026 କେନ୍ଦ୍ରୀୟ ଚୁକ୍ତି: ରୋହିତ, ବିରାଟଙ୍କୁ ଲାଗିପାରେ ଝଟକା

January 1, 2026

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରିବା ମହଙ୍ଗା ପଡିଲା; ଏୟାର ଇଣ୍ଡିଆର ପାଇଲଟ୍ ଅଟକ

January 1, 2026

ଫେବୃଆରୀ ୧ରୁ ମହଙ୍ଗା ହେବ ସିଗାରେଟ୍ ପିଇବା: ଉତ୍ପାଦ ଶୁଳ୍କ ବୃଦ୍ଧି କଲେ ସରକାର 

January 1, 2026

ନୂଆବର୍ଷର ପ୍ରଥମ ଦିନରେ ମହଙ୍ଗା ମାଡ଼: ୧୧୧ ଟଙ୍କା ବୃଦ୍ଧି ପାଇଲା LPG ସିଲିଣ୍ଡରର ମୂଲ୍ୟ

January 1, 2026
Latest News

BCCIର ସମ୍ଭାବ୍ୟ 2026 କେନ୍ଦ୍ରୀୟ ଚୁକ୍ତି: ରୋହିତ, ବିରାଟଙ୍କୁ ଲାଗିପାରେ ଝଟକା

January 1, 2026

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରିବା ମହଙ୍ଗା ପଡିଲା; ଏୟାର ଇଣ୍ଡିଆର ପାଇଲଟ୍ ଅଟକ

January 1, 2026

ଫେବୃଆରୀ ୧ରୁ ମହଙ୍ଗା ହେବ ସିଗାରେଟ୍ ପିଇବା: ଉତ୍ପାଦ ଶୁଳ୍କ ବୃଦ୍ଧି କଲେ ସରକାର 

January 1, 2026

ନୂଆବର୍ଷର ପ୍ରଥମ ଦିନରେ ମହଙ୍ଗା ମାଡ଼: ୧୧୧ ଟଙ୍କା ବୃଦ୍ଧି ପାଇଲା LPG ସିଲିଣ୍ଡରର ମୂଲ୍ୟ

January 1, 2026

ଆଣ୍ଟିବାୟୋଟିକର ବ୍ୟବହାର ନେଇ ସଚେତନ କଲେ ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.