Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବ୍ରୋଞ୍ଜ ପଦକ ଜିତିଥିବାରୁ ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଜାତୀୟ ଖବର

ବ୍ରୋଞ୍ଜ ପଦକ ଜିତିଥିବାରୁ ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

July 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଖେଳରେ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଭାରତୀୟ ସୁଟର ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;

“ଆମ ସୁଟର ମାନେ କ୍ରମାଗତ ଭାବେ ଆମକୁ ଗର୍ବିତ କରିଛନ୍ତି!

@realmanubhaker ଏବଂ ସରବଜୋତ ସିଂହଙ୍କୁ #Olympics ରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଖେଳରେ ବ୍ରୋଞ୍ଜ ପଦକ ହାସଲ ପାଇଁ ଅଭିନନ୍ଦନ । ସେମାନେ ଉଭୟ ଅସାଧାରଣ ଦକ୍ଷତା ଏବଂ ଦଳଗତ ମନୋଭାବର ପ୍ରଦର୍ଶନ କରିଛନ୍ତି । ଭାରତ ଅତ୍ୟନ୍ତ ପ୍ରସନ୍ନ ହୋଇଛି।

ମନୁଙ୍କ ପାଇଁ ଏହା କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସ ପଦକ,ସ୍ଥିରତା ଏବଂ ଆସାଧାରଣ ଉତ୍ସର୍ଗୀକୃତ ମନୋଭାବର ପ୍ରଦର୍ଶନ। #Cheer4Bharat”

Bronze Medal manu bhakar narendra modi Paris Olympic
Share. Facebook Twitter LinkedIn Email WhatsApp Copy Link

Related Posts

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026
Latest News

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.