Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ
ଜାତୀୟ ଖବର

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ

August 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଆଜି ସକାଳ 8.20 ରେ ଦେହାନ୍ତ ହୋଇଛି। ସେ 80 ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇ-ଏମ) ର ରାଜ୍ୟ ୟୁନିଟର ସଚିବ ମହମ୍ମଦ ସଲିମ ଏହି ସୂଚନା ଦେଇଛନ୍ତି।

ପଶ୍ଚିମବଙ୍ଗରେ ବାମପନ୍ଥୀ 34 ବର୍ଷର ଶାସନ କାଳରେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ଦ୍ୱିତୀୟ ତଥା ଶେଷ ମୁଖ୍ୟମନ୍ତ୍ରୀ ଥିଲେ। ସେ 2000 ରୁ 2011 ପର୍ଯ୍ୟନ୍ତ ଲଗାତାର 11 ବର୍ଷ ଧରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ତାଙ୍କ ପତ୍ନୀ ମୀରା ଏବଂ ଝିଅ ସୁଚେତନା ଅଛନ୍ତି।

Breaking News West Bengal
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026
Latest News

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.