Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ,୯୪ ଜଣଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ,୯୪ ଜଣଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

August 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ,୯୪ ଜଣଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଓ ସାହସିକତା ପଦକ ଏବଂ ଅର୍ଥ ପୁରସ୍କାର ପ୍ରଦାନ କରାଯାଇଛି। ଲୋକସେବା ଭବନ କନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି।

ଏହି ଅବସରରେ ମାନ୍ୟବର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଡିଜି-ପୋଲିସ ଶ୍ରୀ ଅରୁଣ କୁମାର ଷଡଙ୍ଗୀ, ଡିଜି-ଅଗ୍ନିଶମ, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ. ସୁଧାଂଶୁ କୁମାର ଷଡଙ୍ଗୀ, ଅତିରିକ୍ତ ଡିଜି-କାରାଗାର ଓ ସଂସ୍କାର ସେବା ଶ୍ରୀ ଅମିତାଭ ଠାକୁରଙ୍କ ସହ ଗୃହ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।

ପଦକ ପ୍ରଦାନ ଉତ୍ସବ ସମାପ୍ତ ହେବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୁରସ୍କୃତ ହୋଇଥିବା ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ଫଟୋ ଉଠାଇଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ ସ୍ବାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା ଅଶୋଧିତ ତୈଳ ଦର

April 20, 2026

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026
Latest News

ବଢିଲା ଅଶୋଧିତ ତୈଳ ଦର

April 20, 2026

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026

ଏଲପିଜିରୁ ପିଏନଜିକୁ ସଂଯୋଗ ହସ୍ତାନ୍ତର କଲେ ୩୯,୦୦୦ରୁ ଅଧିକ ଗ୍ରାହକ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.