ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ରୀ ମୋଦୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧଞ୍ଜଳି।” narendra modi Rajiv Gandhi
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀSeptember 9, 2025