Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆରବିଆଇ ଗଭର୍ଣ୍ଣର୍‌ ଙ୍କୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘‘ଏ+’’ ରେଟିଂ: ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆରବିଆଇ ଗଭର୍ଣ୍ଣର୍‌ ଙ୍କୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘‘ଏ+’’ ରେଟିଂ: ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

August 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଗ୍ଲୋବାଲ ଫାଇନାନ୍ସ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୪ରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘ଏ ପ୍ଲସ୍‌’ ରେଟିଂ ମିଳିବା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି।

ଭାରତୀୟ ରିଜର୍ଭ ବ୍ୟାଙ୍କର ଏକ୍ସ ପୋଷ୍ଟ ଉପରେ ପ୍ରତିକ୍ରିୟା ରଖି ଶ୍ରୀ ମୋଦୀ ଲେଖିଛନ୍ତି :

‘‘ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର୍‌ ଶ୍ରୀ ଶକ୍ତିକାନ୍ତ ଦାସ (@DasShaktikanta)ଙ୍କୁ ଦ୍ୱିତୀୟ ଥର ଲାଗି ଏହି ସଫଳତା ପାଇଁ ଅଭିନନ୍ଦନ। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କରେ ତାଙ୍କର ନେତୃତ୍ୱ ଓ ଆର୍ଥିକ ବିକାଶ ତଥା ସ୍ଥିରତା ସୁନିଶ୍ଚିତ କରିବା ଦିଗରେ ତାଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପଦକ୍ଷେପକୁ ମାନ୍ୟତା ଦେଉଛି।’’

"ଏ-’ ରେଟିଂ narendra modi rbi shaktikant das ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

Putin’s India Visit: ଭାରତ ଆସୁଛନ୍ତି ଋଷ ରାଷ୍ଟ୍ରପତି ପୁଟିନ, ଦୁଇ ରାଷ୍ଟ୍ର ମଧ୍ୟରେ ସ୍ବାକ୍ଷରିତ ହେବ ଏହି ଚୁକ୍ତି

December 3, 2025

DRDO Tests: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ

December 3, 2025

DMF Fund: ଜିଲ୍ଲା ଖଣିଜ ପ୍ରତିଷ୍ଠାନରୁ ଆଦାୟ ହେଲା ୩୪,୦୫୨ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

December 3, 2025

PMO Name Changed: ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ, ଏଣିକି ନୂଆ ନାମ ହେଲା…

December 2, 2025
Latest News

Swamijee Public School: ରଂଗାରଂଗ ପରିବେଶରେ ପାଳିତ ହେଲା ସ୍ୱାମୀଜୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

December 3, 2025

Putin’s India Visit: ଭାରତ ଆସୁଛନ୍ତି ଋଷ ରାଷ୍ଟ୍ରପତି ପୁଟିନ, ଦୁଇ ରାଷ୍ଟ୍ର ମଧ୍ୟରେ ସ୍ବାକ୍ଷରିତ ହେବ ଏହି ଚୁକ୍ତି

December 3, 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କଲା ବିଜେଡି

December 3, 2025

DRDO Tests: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ

December 3, 2025

DMF Fund: ଜିଲ୍ଲା ଖଣିଜ ପ୍ରତିଷ୍ଠାନରୁ ଆଦାୟ ହେଲା ୩୪,୦୫୨ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

December 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.