Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ୱାକଫ ବିଲ କୁ ବିଜେଡି ବିରୋଧ କରିବ, ସଂଖ୍ୟା ଲଘୁମାନଙ୍କୁ ସାକ୍ଷାତ କରି ପ୍ରତିଶୃତି ଦେଲେ ନବୀନ
ଜାତୀୟ ଖବର

ୱାକଫ ବିଲ କୁ ବିଜେଡି ବିରୋଧ କରିବ, ସଂଖ୍ୟା ଲଘୁମାନଙ୍କୁ ସାକ୍ଷାତ କରି ପ୍ରତିଶୃତି ଦେଲେ ନବୀନ

September 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ୱାକଫ ବିଲ କୁ ବିଜେଡି ବିରୋଧ କରିବ, ସଂଖ୍ୟା ଲଘୁମାନଙ୍କୁ ସାକ୍ଷାତ କରି ପ୍ରତିଶୃତି ଦେଲେ ନବୀନ

ଭୁବନେଶ୍ବର: ଏ ଦେଶ ଆମର ଏ ମାଟି ଆମର। ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି।

ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ସମ୍ବୋଧନ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶାନ୍ତି ଓ ସଦଭାବନା ହିଁ ପ୍ରଗତି ର ଭିତ୍ତି। ଏଥି ଯୋଗୁଁ ହିଁ ଓଡିଶା ବିଭିନ୍ନ କ୍ଷେତ୍ର ର ପ୍ରଗତି ହାସଲ କରିପାରିଛି। ତେଣୁ ସାମ୍ପ୍ରଦାୟିକ ସଦଭାବନା ବଜାୟ ରଖିବା ପାଇଁ କାମ କରିବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ।

ସେ କହିଥିଲେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ର ସଂଖ୍ୟାଲଘୁ ଭାଇ ଭଉଣୀ ମାନେ ତାଙ୍କୁ ପ୍ରତିଦିନ ଭେଟୁଛନ୍ତି। ସେମାନଙ୍କ ମନରେ ଅସୁରକ୍ଷା ଭାବନା ରହୁଥିବା ବିଷୟରେ ସେମାନେ ଜଣାଉଛନ୍ତି।

ବିଜେଡି ୱାକଫ ବିଲ କୁ ବିରୋଧ କରିବ ବୋଲି ଶ୍ରୀ ପଟ୍ଟନାୟକ ସ୍ପଷ୍ଟ କରିଥିଲେ.
ଓଡିଶା ସଦଭାବନା ଓ ଭାଇଚାରା ପାଇଁ ପ୍ରସିଦ୍ଧ. ଓଡିଶା ର ସାଂସ୍କୃତିକ ବିବିଧତା ଆମର ଗୌରବ। ଦେଶ ର ପ୍ରଗତି ରେ ସଂଖ୍ୟାଲଘୁ ମାନଙ୍କ ଅବଦାନ କୁ ସ୍ମରଣ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସମସ୍ତଙ୍କ ସହଯୋଗ ଏକ ସମୃଦ୍ଧ ରାଷ୍ଟ୍ର ଗଠନ ପାଇଁ ଜରୁରୀ।

ସାମ୍ପ୍ରଦାୟିକ ସଦଭାବନାକୁ ଭାରତୀୟ ସଂସ୍କୃତି ର ମୂଳଧାର ବୋଲି ବର୍ଣ୍ଣନା କରି ସମାଜ ର ଦୁର୍ବଳ ବର୍ଗ ର କଲ୍ୟାଣ ପାଇଁ ବିଜେଡି ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ବୌଦ୍ଧ ଶିଖ ମୁସଲିମ ଓ ଖ୍ରୀଷ୍ଟିଆନ ଧର୍ମ ର ପ୍ରତିନିଧିମାନେ ଶ୍ରୀ ପଟ୍ଟନାୟକ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସାଂସଦ ମୁନା ଖାଁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ନବୀନ ପଟ୍ଟନାୟକ ୱାକଫ ବିଲ
Share. Facebook Twitter LinkedIn Email WhatsApp Copy Link

Related Posts

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026

ଅଣସର ନୀତି : ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

July 5, 2026

ଇ-୨୦ ଏକ ସ୍ୱଚ୍ଛ ଓ ଉଚ୍ଚ-କାର୍ଯ୍ୟଦକ୍ଷତା ସମ୍ପନ୍ନ ଇନ୍ଧନ: ସ୍ପଷ୍ଟ କଲେ ଶିଳ୍ପ ବିଶେଷଜ୍ଞ

July 5, 2026
Latest News

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ଉଦ୍‌ଘାଟନ ପୂର୍ବରୁ ଧସିଲା ୭ କୋଟିର ସେତୁ ଆପ୍ରୋଚ୍ ରାସ୍ତା : ବିପଦରେ ପୁରୀ – ଡେଲାଙ୍ଗ ଡାକପଡା ଲୁଣା ନଦୀ ବ୍ରିଜ

July 5, 2026

ପଦ୍ମ ବିଭୂଷଣ ତୀଜନ ବାଇଙ୍କ ପରଲୋକ

July 5, 2026

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026

ଅଣସର ନୀତି : ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.