Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରପତିଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ କୃତି ଶିକ୍ଷକ
ଜାତୀୟ ଖବର

ରାଷ୍ଟ୍ରପତିଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ କୃତି ଶିକ୍ଷକ

September 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତିଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ କୃତି ଶିକ୍ଷକ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ପଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।

କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି।

ସୂଚନାଯୋଗ୍ୟ ରାଷ୍ଟ୍ରପତି ଆଜି ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପୁରସ୍କାରରେ ମାନପତ୍ର ଏବଂ ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି।

ଜାତୀୟ ଶିକ୍ଷକ ପୁରସ୍କାର ରାଷ୍ଟ୍ରପତି ପୁରସ୍କାର ରାଷ୍ଟ୍ରପତି ପୁରସ୍କାର ଶିକ୍ଷକ ସନ୍ତୋଷ କୁମାର କର
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.