Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ: ସହାୟତା ଘୋଷଣା
ଜାତୀୟ ଖବର

ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ: ସହାୟତା ଘୋଷଣା

September 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଉତ୍ତର ପ୍ରଦେଶର ହଥରସରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ପୀଡ଼ାଦାୟକ। ଦୁର୍ଘଟଣାରେ ଯେଉଁମାନେ ନିଜ ସମ୍ପର୍କୀୟଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ମୋର ଗଭୀର ସମବେଦନା। ଏହି ଘଡ଼ିସନ୍ଧି ସମୟରେ ଭଗବାନ ସେମାନଙ୍କୁ ସାହାସ ଦିଅନ୍ତୁ। ଏଥିସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଆଶୁ ଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପ୍ରଭାବିତଙ୍କୁ ଯଥାସମ୍ଭବ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”

“ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣାରେ ପ୍ରଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଘୋଷଣା କରାଯାଇଛି।”

ଉତ୍ତର ପ୍ରଦେଶ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଶୋକ ସହାୟତା ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026
Latest News

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.