Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପଦ୍ମ ପୁରସ୍କାର ପାଇଁ ପ୍ରେରଣାଦାୟୀ ବ୍ୟକ୍ତିତ୍ୱଙ୍କୁ ମନୋନୀତ କରିବାକୁ ଦେଶବାସୀଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ପଦ୍ମ ପୁରସ୍କାର ପାଇଁ ପ୍ରେରଣାଦାୟୀ ବ୍ୟକ୍ତିତ୍ୱଙ୍କୁ ମନୋନୀତ କରିବାକୁ ଦେଶବାସୀଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

September 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ନାମାଙ୍କନ ପ୍ରକ୍ରିୟାରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ।

ସମାଜ ପାଇଁ ଉଲ୍ଲେଖନୀୟ ଅବଦାନ ଦେଇଥିବା ତୃଣମୂଳ ସ୍ତରର ଯୋଦ୍ଧାମାନଙ୍କୁ ସ୍ୱୀକୃତି ଦେବା ଉପରେ ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି। ନାମାଙ୍କନ ପ୍ରକ୍ରିୟାର ସ୍ୱଚ୍ଛ ଏବଂ ସହଭାଗୀ ଆଭିମୁଖ୍ୟ ଉପରେ ଗୁରୁତ୍ୱାରୋପ କରି ଶ୍ରୀ ମୋଦୀ ପୂର୍ବରୁ ମିଳିଥିବା ନାମାଙ୍କନ ସଂଖ୍ୟାକୁ ନେଇ ଖୁସି ବ୍ୟକ୍ତ କରିବା ସହ awards.gov.in ସରକାରୀ ପୋର୍ଟାଲ ମାଧ୍ୟମରେ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ ମନୋନୀତ କରିବାକୁ ଅଧିକରୁ ଅଧିକ ଲୋକଙ୍କୁ ଅନୁରୋଧ କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; ‘‘ଗତ ଏକ ଦଶନ୍ଧି ମଧ୍ୟରେ ଆମେ ଅଗଣିତ ତୃଣମୂଳ ସ୍ତରର ଯୋଦ୍ଧାମାନଙ୍କୁ #PeoplesPadma ରେ ସମ୍ମାନିତ କରିଛୁ। ପୁରସ୍କାର ବିଜେତାଙ୍କ ଜୀବନ ଯାତ୍ରା ଅଗଣିତ ଲୋକଙ୍କୁ ପ୍ରେରଣା ଦେଇଛି। ସେମାନଙ୍କର ଧୈର୍ଯ୍ୟ ଓ ଦୃଢ଼ତା ସେମାନଙ୍କ ସମୃଦ୍ଧ କାର୍ଯ୍ୟରେ ସ୍ପଷ୍ଟ ଭାବେ ଦୃଶ୍ୟମାନ। ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ ଏବଂ ଅଂଶୀଦାର କରିବା ଉଦ୍ଦେଶ୍ୟରେ ଆମ ସରକାର ବିଭିନ୍ନ ପଦ୍ମ ପୁରସ୍କାର ପାଇଁ ଅନ୍ୟମାନଙ୍କୁ ମନୋନୀତ କରିବା ପାଇଁ ଲୋକଙ୍କୁ ଆମନ୍ତ୍ରଣ କରୁଛନ୍ତି। ଅନେକ ନାମାଙ୍କନ ଆସିଥିବାରୁ ମୁଁ ଖୁସି। ନାମାଙ୍କନ ଦାଖଲର ଶେଷ ଦିନ ହେଉଛି ଚଳିତ ମାସ ୧୫ ତାରିଖ। ମୁଁ ଅଧିକରୁ ଅଧିକ ଲୋକଙ୍କୁ ଅନୁରୋଧ କରୁଛି ଯେ ସେମାନେ ପ୍ରେରଣାଦାୟୀ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାର ପାଇଁ ମନୋନୀତ କରନ୍ତୁ। ଆପଣମାନେ ଏହା – awards.gov.in ରେ କରିପାରିବ।’’

ନରେନ୍ଦ୍ର ମୋଦୀ ପଦ୍ମ ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026
Latest News

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.