Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ
ଜାତୀୟ ଖବର

ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ

September 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ବିଧାନସଭା ପ୍ରକୋଷ୍ଠ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କ ରେ ସମୀକ୍ଷା କରିଛନ୍ତି।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ର କୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ବହୁ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି।

ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି। ଓଡରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କ ଅସୁବିଧାକୁ ତତ୍ପରତ ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ। ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଥିଲେ।

ବନ୍ୟା ମୋହନ ମାଝୀ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୨୨ ରେ ସୁଭଦ୍ରା ଯୋଜନାର ନୂଆ ହିତାଧିକାରୀମାନଙ୍କୁ ମିଳିବ ଅର୍ଥ ରାଶି

January 19, 2026

ଜାନୁୟାରୀ ୧୯ ତାରିଖ ସୋମବାରରେ ଆଠଟି ରାଶି ଉପରେ ମହାଦେବଙ୍କର ରହିଛି ଶୁଭ ଦୃଷ୍ଟି

January 19, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା ଓ ସୁଭଦ୍ରା ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ

January 18, 2026

କୋହଲିଙ୍କ ବିରାଟ ପାଳି ସତ୍ତ୍ୱେ ଭାରତର ପରାଜୟ: ୨-୧ରେ ସିରିଜ ଜିତି ଇତିହାସ ରଚିଲା ନ୍ୟୁଜିଲାଣ୍ଡ

January 18, 2026
Latest News

ଜାନୁଆରୀ ୨୨ ରେ ସୁଭଦ୍ରା ଯୋଜନାର ନୂଆ ହିତାଧିକାରୀମାନଙ୍କୁ ମିଳିବ ଅର୍ଥ ରାଶି

January 19, 2026

ଜାନୁୟାରୀ ୧୯ ତାରିଖ ସୋମବାରରେ ଆଠଟି ରାଶି ଉପରେ ମହାଦେବଙ୍କର ରହିଛି ଶୁଭ ଦୃଷ୍ଟି

January 19, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା ଓ ସୁଭଦ୍ରା ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ

January 18, 2026

କୋହଲିଙ୍କ ବିରାଟ ପାଳି ସତ୍ତ୍ୱେ ଭାରତର ପରାଜୟ: ୨-୧ରେ ସିରିଜ ଜିତି ଇତିହାସ ରଚିଲା ନ୍ୟୁଜିଲାଣ୍ଡ

January 18, 2026

କଳିଙ୍ଗ ଷ୍ଟାଡିୟମଠାରେ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ଓସଜାର ନବମ ବାର୍ଷିକ ପୁରସ୍କାର ସମାରୋହ

January 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.