ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ହିନ୍ଦୀ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ବାର୍ତ୍ତା ଦେଇ ଶ୍ରୀ ମୋଦୀ ଲେଖିଛନ୍ତି: “ସମସ୍ତ ଦେଶବାସୀଙ୍କୁ ହିନ୍ଦୀ ଦିବସର ଅନେକ ଶୁଭକାମନା।” ନରେନ୍ଦ୍ର ମୋଦୀ ହିନ୍ଦୀ ଦିବସ
Kashi Tamil Sangamam: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନDecember 2, 2025