Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପାକିସ୍ତାନକୁ ଧରାଶାୟୀ କରିଥିବା ବାଂଲାଦେଶର ପରାଜୟ, ଭାରତଠାରୁ ହାରିଲା ପ୍ରଥମ ଟେଷ୍ଟ
ଜାତୀୟ ଖବର

ପାକିସ୍ତାନକୁ ଧରାଶାୟୀ କରିଥିବା ବାଂଲାଦେଶର ପରାଜୟ, ଭାରତଠାରୁ ହାରିଲା ପ୍ରଥମ ଟେଷ୍ଟ

September 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚେନ୍ନାଇରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ବାଂଲାଦେଶକୁ ଭାରତୀୟ ଦଳକୁ ପସରସ୍ତ କରିଛି। ଏହି ମ୍ୟାଚ୍ ଚତୁର୍ଥ ଦିନରେ ସମାପ୍ତ ହୋଇଛି। ୫୧୫ ରନ୍ ଲକ୍ଷ୍ୟକୁ ପିଛା କରି ବାଂଲାଦେଶ ଦଳ ୨୧୪ ରନ୍ ଅଲ ସମସ୍ତ ୱିକେଟ ହରାଇଛି। ଭାରତର ଏହି ବିଜୟରେ ଅଶ୍ଵୀନ୍ ଙ୍କ ବଡ ଅବଦାନ ରହିଛି। ଉଭୟ ବଲ୍ ଏବଂ ବ୍ୟାଟ୍ ସାହାଯ୍ୟରେ ଆଶ୍ଚର୍ଯ୍ୟଜନକ ପାଳି ଖେଳି ସେ ଦଳର ବିଜୟ ପାଇଁ ବଡ ଭୂମିକା ଗ୍ରହଣ କରିଛନ୍ତି।

ପ୍ରଥମ ଇନିଂସରେ ଯେତେବେଳେ ଭାରତୀୟ ଦଳର ବ୍ୟାଟିଂ ବିପର୍ଯ୍ୟୟ ଦେଖାଦେଇଥିଲା ସେତେବେଳେ ରବିଚନ୍ଦ୍ରନ ଅଶ୍ଵିନୀ ଦଳ ପାଇଁ ଚମତ୍କାର ବ୍ୟାଟିଂ କରି ଶତକ ହାସଲ କରିଥିଲେ। ଯାହାଫଳରେ ଦଳର ସ୍କୋର ୩୭୬ ରନରେ ପହଞ୍ଚିଥିଲା। ସେହିଭଳି ଦ୍ଵିତୀୟ ଇନିଂସରେ ବାଂଲାଦେଶକୁ ୫୧୫ ରନର ଟାର୍ଗେଟ ଥିବା ବେଳେ ଅଶ୍ଵିନୀ ୬ ଟି ୱିକେଟ ନେଇ ଭ୍ରମଣକାରୀ ଦଳକୁ ମାତ୍ର ୨୩୪ ରନରେ ଅଟକାଇଥିଲେ। ଏହିପରି ଭାରତକୁ ପ୍ରଥମ ଟେଷ୍ଟରେ ୨୮୦ ରନରେ ବିଜୟ ହାସଲ ହୋଇଛି।

IND Vs BAN India Vs Bangladesh
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.