Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଶ୍ଚର୍ଯ୍ୟ !! ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେଲେ, ହେଲେ ସେହି ଆସନରେ ବସିଲେ ନାହିଁ
ଜାତୀୟ ଖବର

ଆଶ୍ଚର୍ଯ୍ୟ !! ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେଲେ, ହେଲେ ସେହି ଆସନରେ ବସିଲେ ନାହିଁ

September 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଶ୍ଚର୍ଯ୍ୟ !! ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଦାୟିତ୍ବ ନେଲେ, ହେଲେ ସେହି ଆସନରେ ସେ ବସିଲେ ନାହିଁ

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସୋମବାର ଦିନ ଆତିଶୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଯାଇ ଦାୟିତ୍ବ ସମ୍ଭାଳିଥିଲେ। ହେଲେ ଆଶ୍ଚର୍ଯ୍ୟର କଥା ସେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଥିବା ଆସନରେ ନ ବସି ପାଖରେ ଅନ୍ୟ ଏକ ଚ୍ୟାୟର ପକାଇ ବସିଲେ। ଅରବିନ୍ଦ କେଜ୍ରୱାଲ ବସୁଥିବା ଆସନଟି ସେ ଖାଲି ଛାଡି ଦେଇଛନ୍ତି।

ଏ ନେଇ ଆତିଶୀ କହିଛନ୍ତି ଯେ, ମୁଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ବ ଗ୍ରହଣ କରିଛି। ଆଜି ମୋର ମନରେ ମଧ୍ୟ ସମାନ ଯନ୍ତ୍ରଣା ଅଛି ଯାହା ରାମାୟଣର ଭରତଙ୍କ ମନରେ ଥିଲା। ଯେତେବେଳେ ତାଙ୍କ ବଡ଼ ଭାଇ ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସରେ ଯାଇଥିଲେ ସେତେବେଳେ ଭରତଙ୍କୁ ଅଯୋଧ୍ୟା ଶାସନ ଦାୟିତ୍ବ ନେବାକୁ ପଡିଲା। ଭରତ ଯେପରି ୧୪ ବର୍ଷ ପର୍ଯ୍ୟନ୍ତ ଭଗବାନ ଶ୍ରୀରାମଙ୍କ ସିଂହାସନ ରକ୍ଷା କରି ଅଯୋଧ୍ୟାକୁ ଶାସନ କରିଥିଲେ, ଠିକ୍ ସେହିଭଳି ମୁଁ ୪ ମାସ ପାଇଁ ଦିଲ୍ଲୀ ସରକାର ଚଳାଇବି।

ଏହାର ଅର୍ଥ ହେଲା ଆଉ ୪ ମାସ ପରେ ଦିଲ୍ଲୀର ନିର୍ବାଚନ ହେବ। ସେତେବେଳେ ଅରବିନ୍ଦ କେଜ୍ରିୱାଲ ନିର୍ବାଚିତ ହୋଇ ଆସିଲେ ସେ ସେହି ଆସନରେ ବସିବେ। ସେଥିପାଇଁ ଆତିଶୀ ଭରତଙ୍କ ପରି କେଜ୍ରୱାଲ ବସୁଥିବା ଆସନରେ ନ ବସି ପାଖରେ ଆଉ ଏକ ଆସନ ପକାଇ ଚାରି ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।

ଅରବିନ୍ଦ କେଜ୍ରୱାଲା ଆତିଶୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.