Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କନ୍ଧମାଳ ଢେଙ୍କାନାଳ ଜିଲ୍ଲାର ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ, ଦେଲେ ଗୁରୁମନ୍ତ୍ର
ଜାତୀୟ ଖବର

କନ୍ଧମାଳ ଢେଙ୍କାନାଳ ଜିଲ୍ଲାର ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ, ଦେଲେ ଗୁରୁମନ୍ତ୍ର

September 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
କନ୍ଧମାଳ ଢେଙ୍କାନାଳ ଜିଲ୍ଲାର ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ, ଦେଲେ ଗୁରୁମନ୍ତ୍ର

ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା।

ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା. କନ୍ଧମାଳ ଓ ଢେଙ୍କାନାଳ ର ବିକାଶ ପାଇଁ ବିଜେଡି ସରକାର ସମୟ ରେ ଅନେକ କାମ ହୋଇଛି।

ଦରଦାମ ବୃଦ୍ଧି ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେପି ସରକାରକୁ ଆସିବାର ଶହେଦିନ ବିତିଗଲାଣି। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ଦରବୃଦ୍ଧି ଓ ବିକାଶ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ସେବା ଯୋଗାଇବାରେ ବିଫଳ ହୋଇଛନ୍ତି। ତେଣୁ ସାଧାରଣ ଲୋକଙ୍କ ସୁଖ ଦୁଃଖ ରେ ସାମିଲ ହେବା ସହ ସରକାରଙ୍କ ବିଫଳତା ବିଷୟରେ ଲୋକଙ୍କୁ ଙ୍କୁ ସଚେତନ କରିବାକୁ ସେ ପରାମର୍ଶ ଦେଇଥିଲେ।

ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା। ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି। ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଚକ୍ରପାଣି କଂହର,ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ପ୍ରଫୁଲ୍ଲ ମଲ୍ଲିକ, ନୃସିଂହ ସାହୁ, ସାଂସଦ ପ୍ରାର୍ଥୀ ମହେଶ ସାହୁ, ଅବିନାଶ ସାମଲ ପୂର୍ବତନ ବିଧାୟକ ସାଲୁଗା ପ୍ରଧାନ, ସୁଧୀର ସାମଲଙ୍କ ସମେତ ଦୁଇ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ
ଏବଂ ପଂଚାୟତ ପ୍ରତିନିଧି ମାନେ ଉଦବୋଧନ ଦେଇ ବିଜେଡି କୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ।

କନ୍ଧମାଳ ବିଜେଡି ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026
Latest News

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.