Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଝାଡଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ପରିବର୍ତ୍ତନ ଯାତ୍ରାରେ ହେବେ ସାମିଲ
ଜାତୀୟ ଖବର

ଝାଡଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ପରିବର୍ତ୍ତନ ଯାତ୍ରାରେ ହେବେ ସାମିଲ

September 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାଡଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ପରିବର୍ତ୍ତନ ଯାତ୍ରାରେ ହେବେ ସାମିଲ

ଭୁବନେଶ୍ବର: ଦୁଇଦିନିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏକ ଗସ୍ତ ଚର୍ଚ୍ଚାକୁ ଆସିଛି। ଗତକାଲି ଓଡିଶା ରାଜଭବନରେ ମୁଖ୍ୟମନ୍ତ୍ରୀଙ୍କ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମୁଖ୍ୟମନ୍ତ୍ରୀ ସାକ୍ଷାତ କରି ଏହି ନିମନ୍ତ୍ରଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଗସ୍ତସୂଚି ଅନୁସାରେ ସେ ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ସେ ଝାଡଖଣ୍ଡ ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ୧ ତାରିଖରେ ଚାଇଁବାସାର କୋଲାହନ ରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ।

ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥର ରିସାଇକେଲିଂ ପାଇଁ ୧୫୦୦ କୋଟି ଟଙ୍କା ବ୍ୟୟକୁ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ

September 3, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚା ରେ ତିନି କୋଟି ପଂଜିକରଣ, ମିଳିଲା ୱାର୍ଲ୍ଡ ରେକର୍ଡ

September 3, 2025

ଜାରୀ ରହିଛି ଜିଏସଟି ବୈଠକ, ଗୁରୁବାର ଦିନ ଘୋଷଣା ହେବ ନୂଆ ସ୍ଲାବ

September 3, 2025

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ‘ରାଜଭାଷା ହିନ୍ଦୀ ଏବଂ ପୋଷଣ ମାସ’ କର୍ମଶାଳା

September 3, 2025
Latest News

ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥର ରିସାଇକେଲିଂ ପାଇଁ ୧୫୦୦ କୋଟି ଟଙ୍କା ବ୍ୟୟକୁ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ

September 3, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚା ରେ ତିନି କୋଟି ପଂଜିକରଣ, ମିଳିଲା ୱାର୍ଲ୍ଡ ରେକର୍ଡ

September 3, 2025

ଜାରୀ ରହିଛି ଜିଏସଟି ବୈଠକ, ଗୁରୁବାର ଦିନ ଘୋଷଣା ହେବ ନୂଆ ସ୍ଲାବ

September 3, 2025

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ‘ରାଜଭାଷା ହିନ୍ଦୀ ଏବଂ ପୋଷଣ ମାସ’ କର୍ମଶାଳା

September 3, 2025

ନବରଙ୍ଗପୁର ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା, ଓଡିଶା ଡିଜିପିଙ୍କୁ ନୋଟିସ କଲା ଜାତୀୟ ମାନବାଧିକାର କମିଶନ

September 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.