Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦୀ 
ଜାତୀୟ ଖବର

ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦୀ 

October 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗାନ୍ଧୀ ଜୟନ୍ତୀ ଅବସରରେ ଦେଶର ଯୁବ ପିଢ଼ିଙ୍କ ସହ ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇଛନ୍ତି। ସ୍ୱଚ୍ଛ ଭାରତ ମିଶନକୁ ସଫଳ କରିବାକୁ ଆଜି ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେବାକୁ ଜନସାଧାରଣଙ୍କୁ ମଧ୍ୟ ଶ୍ରୀ ମୋଦୀ ଅନୁରୋଧ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଆଜି ଗାନ୍ଧୀ ଜୟନ୍ତୀ, ମୋ ଯୁବ ବନ୍ଧୁମାନଙ୍କ ସହ ମୁଁ ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେଲି। ସ୍ୱଚ୍ଛ ଭାରତ ମିଶନକୁ ସୁଦୃଢ଼ କରିବାକୁ ଆଜିର ଦିନରେ ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମୁଁ ଆପଣ ସମସ୍ତଙ୍କୁ ମଧ୍ୟ ଅନୁରୋଧ କରୁଛି। #10YearsofSwachhBharat”

ଗାନ୍ଧୀ ଜୟନ୍ତୀ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱଚ୍ଛତା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.