Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସମଗ୍ର ଦେଶରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ରିଲାଏନ୍ସର ୭୫ ହଜାରରୁ ଅଧିକ ସ୍ୱେଚ୍ଛାସେବୀ
ଜାତୀୟ ଖବର

ସମଗ୍ର ଦେଶରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ରିଲାଏନ୍ସର ୭୫ ହଜାରରୁ ଅଧିକ ସ୍ୱେଚ୍ଛାସେବୀ

October 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ /ଭୁବନେଶ୍ୱର: ୭୫,୦୦୦ ରୁ ଅଧିକ ରିଲାଏନ୍ସ ସ୍ବେଚ୍ଛାସେବୀ ଦେଶବ୍ୟାପୀ ସ୍ୱଚ୍ଛତା ହିଁ ସେବା ଜନ ଆନ୍ଦୋଳନର ଏକ ଅଂଶ ଭାବରେ ୪,୧୦୦ ସ୍ଥାନରେ ସ୍ୱଚ୍ଛତା ଡ୍ରାଇଭ୍ କରିଛନ୍ତି। ସାମିଲ ହୋଇଥିବା ସ୍ୱେଚ୍ଛାସେବୀମାନଙ୍କ ମଧ୍ୟରେ ୫୯ ହଜାରରୁ ଅଧିକ ରିଲାଏନ୍ସ କର୍ମଚାରୀ ଥିବା ବେଳେ ପ୍ରାୟ ୧୬ ହଜାର ଲୋକ ରିଲାଏନ୍ସ ଫାଉଣ୍ଡେସନର ବିଭିନ୍ନ ଅଭିଯାନ ସହିତ ଜଡିତ ରହିଛନ୍ତି। ରିଲାଏନ୍ସ କର୍ମଚାରୀଙ୍କ ସହିତ ସେମାନଙ୍କ ପରିବାର ଏବଂ ସମୁଦାୟର ଲୋକମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସମୁଦାୟ ୧୭ ହଜାରରୁ ଅଧିକ ଗଛ ଲଗାଯାଇଥିଲା।

ସ୍ୱଚ୍ଛତା ଡ୍ରାଇଭ ନେଇ ରିଲାଏନ୍ସ ଫାଉଣ୍ଡେସନର ସିଇଓ ଜଗନ୍ନାଥ କୁମାର କହିଛନ୍ତି, “ରିଲାଏନ୍ସ ପାଇଁ ସ୍ୱଚ୍ଛ ଭାରତ କେବଳ ଏକ ମିଶନ ନୁହେଁ; ଆମ ରିଲାଏନ୍ସ ପରିବାରର ପ୍ରତ୍ୟେକ ସଦସ୍ୟଙ୍କ ପାଇଁ ପରିବେଶର ଯତ୍ନ ନେବା ପାଇଁ ଏହା ଏକ ସୁଯୋଗ। ଏହି ବର୍ଷ, ରିଲାଏନ୍ସର ‘ଉଇ କେୟାର ଫର ସ୍ୱଚ୍ଛତା’ (WeCare4Swachhata) ଅଭିଯାନ ଭାରତ ସରକାରଙ୍କସ୍ୱଚ୍ଛତା ହିଁ ସେବା ଅଭିଯାନରେ ଆମର ଅଂଶଗ୍ରହଣର ଏକ ଦଶନ୍ଧି ସମ୍ପୂର୍ଣ୍ଣ କରିଛି। ରିଲାଏନ୍ସ ପରିବ୍ୟବସ୍ଥାରେ ସନ୍ନିବେଶିତ ‘ଉଇ କେୟାର’ ଦର୍ଶନ ଅନ୍ତର୍ଗତ ଆମର ଅଭିଯାନ ଏକ ସ୍ୱଚ୍ଛ ଏବଂ ସବୁଜ ଭାରତର ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି। ସମଗ୍ର ଭାରତରେ ସ୍ୱଚ୍ଛତା ପାଇଁ ସ୍ୱେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ଅଭିଯାନରେ ଯୋଗଦେବା ପାଇଁ ଜନସମୁଦାୟକୁ ଉତ୍ସାହିତ କରିବା ଆମର ଲକ୍ଷ୍ୟ ଥିଲା। ”

ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ମଧ୍ୟରେ ଭିଭିନ୍ନ ପ୍ରମୁଖ ଆବାସିକ ଅଞ୍ଚଳ, ବିଦ୍ୟାଳୟ, ବଜାର, ବେଳାଭୂମି, ଧାର୍ମିକ ସ୍ଥଳ, ରେଳ ଷ୍ଟେସନ, ବସ୍ ଷ୍ଟାଣ୍ଡ, ରାସ୍ତା, ପାର୍କ ଏବଂ ଅନ୍ୟାନ୍ୟ ସର୍ବସାଧାରଣ ସ୍ଥାନଗୁଡିକରେ ସ୍ୱଚ୍ଛତା ଡ୍ରାଇଭ୍ କରାଯାଇଥିଲା। ଏହା ବ୍ୟତୀତ ରିଲାଏନ୍ସ ସ୍ବେଚ୍ଛାସେବୀମାନଙ୍କ ଦ୍ୱାରା ଆୟୋଜିତ ସଚେତନତା କୁଇଜ୍, ପେଣ୍ଟିଂ ଏବଂ ପ୍ରବନ୍ଧ ପ୍ରତିଯୋଗିତା ତଥା ଅନ୍ୟାନ୍ୟ କାର୍ଯ୍ୟରେ ୩୦,୦୦୦ ରୁ ଅଧିକ ପିଲା ଅଂଶଗ୍ରହଣ କରିଥିଲେ।

ରିଲାଏନ୍ସ ସ୍ୱଚ୍ଛତା ଅଭିଯାନ ସ୍ୱେଚ୍ଛାସେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025

ଇଗ୍ନୋର ଡିଇସିଇ ପାଠ୍ୟକ୍ରମ ଓ ପାଠ୍ୟପୁସ୍ତକର ଉନ୍ମୋଚନ

August 19, 2025

ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

August 19, 2025

ଲାଇଭ୍ ହେଲା ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ପୋର୍ଟାଲ୍

August 19, 2025
Latest News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନ ଭୋଜି ବେଶ ଅନୁଷ୍ଠିତ

August 19, 2025

ଇଗ୍ନୋର ଡିଇସିଇ ପାଠ୍ୟକ୍ରମ ଓ ପାଠ୍ୟପୁସ୍ତକର ଉନ୍ମୋଚନ

August 19, 2025

ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

August 19, 2025

ଲାଇଭ୍ ହେଲା ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ପୋର୍ଟାଲ୍

August 19, 2025

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ “ଆସ ସ୍କୁଲ ଯିବା” ପଦଯାତ୍ରା

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.