Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହଠାତ ମୋର ପୋଲିସ ପୋଷାକ ଚାଲିଯିବ ମୁଁ ମାନସିକ ସ୍ତରରେ କେବେ ପ୍ରସ୍ତୁତ ନ ଥିଲି, ଅରୁଣ ଷଡଙ୍ଗୀ
ଜାତୀୟ ଖବର

ହଠାତ ମୋର ପୋଲିସ ପୋଷାକ ଚାଲିଯିବ ମୁଁ ମାନସିକ ସ୍ତରରେ କେବେ ପ୍ରସ୍ତୁତ ନ ଥିଲି, ଅରୁଣ ଷଡଙ୍ଗୀ

October 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ହଠାତ ମୋର ପୋଲିସ ପୋଷାକ ଚାଲିଯିବ ମୁଁ ମାନସିକ ସ୍ତରରେ ପ୍ରସ୍ତୁତ ନ ଥିଲି, ଅରୁଣ ଷଡଙ୍ଗୀ

ଭୁବନେଶ୍ବର: ଆଜି ପୋଲିସ ବିଭାଗରୁ ବିଦାୟ ନେଇଛନ୍ତି ବରିଷ୍ଠ ଆଇପିଏସ ଅରୁଣ ଷଡଙ୍ଗୀ। ବିଦାୟ କାଳୀନ ସଭାରେ ସେ କହିଛନ୍ତି ନିଜ ଦୁଃଖର କଥା। ତାହା ହେଲା ଯେ, ହଠାତ ସେ ଆଉ ପୋଲିସ ପୋଷାକ ପିନ୍ଧିପାରିବେ ନାହିଁ ତାହା ଜାଣି ନ ଥିଲେ। ସେ ଏପରି ପରିସ୍ଥିତିକୁ ସାମନା କରିବା ପାଇଁ ମାନସିକ ସ୍ତରରେ ପ୍ରସ୍ତୁତ ନ ଥିଲେ। ଆସନ୍ତାକାଲିଠାରୁ ମୁଁ ଆଉ ପୋଲିସ ପୋଷାକ ପିନ୍ଧିପାରିବି ନାହିଁ, ଏହା ଭାବିଲେ ବହୁତ ଦୁଃଖ ଲାଗୁଛି ବୋଲି କହିଛନ୍ତି ଅରୁଣ ଷଡଙ୍ଗୀ।

ଆଜି ଅରୁଣ ଷଡଙ୍ଗୀଙ୍କୁ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ତରଫରୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସେଠାରେ ସେ ସମ୍ବୋଧନ କରି କହିଛନ୍ତି ଯେ, ଆମମାନଙ୍କର ପୋଲିସ ପୋଷାକ ପ୍ରତି ବିଶେଷ ଦୁର୍ବଳତା ଥାଏ। ଏହି ପୋଷାକ ପିନ୍ଧି କାମ କରିବାର ଆଗ୍ରହ ଥାଏ। ହେଲେ ଆସନ୍ତାକାଲିଠାରୁ ଏହି ପୋଷାକ ଆଉ ମୁଁ ପିନ୍ଧିପାରିବି ନାହିଁ ବୋଲି ଷଡଙ୍ଗୀ କହିଛନ୍ତି। ଏକାଡେମୀ ତରଫରୁ ତାଙ୍କୁ ବିଦାୟ କାଳିନ ପରେଡରେ ଅଭିବାଦନ ପ୍ରଦାନ କରାଯାଇଥିଲା।

ବରିଷ୍ଠ ଆଇପିଏସ ଅରୁଣ ଷଡଙ୍ଗୀଙ୍କର ଆଉ 10 ମାସ ଚାକିରୀ କାଳ ଥିଲା। ହେଲେ ରାଜ୍ୟ ସରକାର ତାଙ୍କୁ ଓପିଏସସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଦେଲେ। ଫଳରେ ଅରୁଣ ଷଡଙ୍ଗୀ ଭିଆରସ ନେବାକୁ ବାଧ୍ୟ ହୋଇଛନ୍ତି। ଗତକାଲି ତାଙ୍କର ଭିଆରଏସକୁ ରାଜ୍ୟ ସରକାର ମଂଜୁରୀ କରିଛନ୍ତି।

ArunSarangiIPS ଅରୁଣ ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026
Latest News

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.