Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅନନ୍ତନାଗ: ଆତଙ୍କବାଦୀଙ୍କ ଦ୍ଵାରା ଦୁଇ ଭାରତୀୟ ଯବାନଙ୍କୁ ଅପହରଣ
ଜାତୀୟ ଖବର

ଅନନ୍ତନାଗ: ଆତଙ୍କବାଦୀଙ୍କ ଦ୍ଵାରା ଦୁଇ ଭାରତୀୟ ଯବାନଙ୍କୁ ଅପହରଣ

October 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସେନାର ଅପରେସନ୍ ଆରମ୍ଭ
ସେନାର ଅପରେସନ୍ ଆରମ୍ଭ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାର କୋକେରନାଗର ଶଙ୍ଗସ୍ ଅଞ୍ଚଳରେ ଆତଙ୍କବାଦୀମାନେ ଦୁଇଜଣ ସୈନିକଙ୍କୁ ଅପହରଣ କରି ନେଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ କୌଣସି ପ୍ରକାରେ ଖସିଯିବାରେ ସଫଳ ହୋଇଥିବା ବେଳେ ଅନ୍ୟ ଜଣେ ନିଖୋଜ ରହିଛନ୍ତି। ନିଖୋଜ ଯବାନଙ୍କୁ ଖୋଜିବାରେ ସୁରକ୍ଷା ବାହିନୀ ବ୍ୟସ୍ତ ଅଛନ୍ତି। ଆତଙ୍କବାଦୀଙ୍କ ଦ୍ୱାରା ଅପହରଣ ହୋଇଥିବା ସୈନିକ ଟେରିଟେରାଲ୍ ଆର୍ମିରୁ ଆସିଥିଲେ। ଜାମ୍ମୁ କାଶ୍ମୀରରେ ଏହି ଘଟଣା ଘଟିଛି ଯେଉଁ ସମୟରେ ଗତକାଲି ଅର୍ଥାତ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିଲା।

ଏହାପୂର୍ବରୁ ଅଗଷ୍ଟ ୨୦୨୦ ରେ ଆତଙ୍କବାଦୀମାନେ କାଶ୍ମୀରରେ ଟେରିଟୋରିଆଲ୍ ଆର୍ମି ଯବାନ ଶାକିର ମଞ୍ଜୁର ବାଗେଙ୍କୁ ଅପହରଣ କରି ନେଇଥିଲେ, ଏହାର ପାଞ୍ଚ ଦିନ ପରେ ପରିବାର ଲୋକେ ତାଙ୍କ ପୋଷାକ ଘର ନିକଟରୁ ପାଇଥିଲେ। ସେ ଦକ୍ଷିଣ କାଶ୍ମୀରର ଶୋପିଆନ୍ ହରମାନରେ ଥିବା ତାଙ୍କ ଘର ନିକଟରେ ନିଖୋଜ ହୋଇଯାଇଥିଲେ।

anantnag army Breaking News jammu kashmir
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.