Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବରରେ କେବଳ ୧୦ଟି ସ୍ଥାନରେ ହେବ ରାବଣ ପୋଡି, ଜାଣନ୍ତୁ କେଉଁଠି
ଜାତୀୟ ଖବର

ଭୁବନେଶ୍ବରରେ କେବଳ ୧୦ଟି ସ୍ଥାନରେ ହେବ ରାବଣ ପୋଡି, ଜାଣନ୍ତୁ କେଉଁଠି

October 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ କେବଳ ୧୦ଟି ସ୍ଥାନରେ ହେବ ରାବଣ ପୋଡି, ଜାଣନ୍ତୁ କେଉଁଠି

ଭୁବନେଶ୍ବର: ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ବରର ୧୦ଟି ସ୍ଥାନରେ ରାବଣ ପୋଡି ପାଇଁ କମିଶନରେଟ ପୋଲିସ ଅନୁମତି ପ୍ରଦାନ କରିଛି। କାରଣ ଯେଉଁ ସ୍ଥାନ ଅଭାବ ରହିଛି ସେଠାରେ ରାବଣ ପୋଡି ପାଇଁ ପୋଲିସ ଅନୁମତି ପ୍ରଦାନ କରି ନାହିଁ।

ଯେଉଁ ୧୦ଟି ପୂଜା କମିଟିକୁ ଏହି ରାବଣ ପୋଡି ପାଇଁ ଅନୁମତି ମିଳିଛି ସେଗୁଡିକ ହେଲା ନହରକଣ୍ଟା, ଝାରପଡ଼ା, ବରମୁଣ୍ଡା, କୋରଡ଼କଣ୍ଟା, ବାଙ୍କୁଆଳ, ଗୋପାଳପୁର, କିଟ୍ ରୋଡ୍, ଚନ୍ଦକା କ୍ଲବ ପଡିଆ, ସିମୁଳିପାଟଣା ଦୋଳ ଯାତ୍ରା ପଡ଼ିଆ ଓ କପିଳପ୍ରସାଦ ଫୁଟବଲ ଗ୍ରାଉଣ୍ଡରେ ରାବଣପୋଡ଼ି ଉତ୍ସବ ପାଇଁ ଅନୁମତି ମିଳିଛି।

RavanPodi ରାବଣ ପୋଡି ରାବଣ ପୋଡି ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026
Latest News

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.