Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଣିକି ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ଅଭଡା, ଆଇନି ମନ୍ତ୍ରୀ କଲେ ଘୋଷଣା
ଜାତୀୟ ଖବର

ଏଣିକି ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ଅଭଡା, ଆଇନି ମନ୍ତ୍ରୀ କଲେ ଘୋଷଣା

October 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଣିକି ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ଅଭଡା, ଆଇନି ମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ବର: ଏଣିକି ଶ୍ରୀମନ୍ଦିରରେ ଭକ୍ତମାନଙ୍କୁ ମାଗଣାରେ ଅଭଡା ପ୍ରଦାନ କରାଯିବ। ଯେଉଁମାନେ ମହାପ୍ରସାଦ ସାରିବାକୁ ଚାହୁଛନ୍ତି ସେମାନଙ୍କୁ ମାଗଣା ପ୍ରଦାନ କରାଯିବ। ଏହି ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।

ସେ କହିଛନ୍ତି ଯେ, ବର୍ଷକୁ ଅଭଡା ବାବଦରେ 14 ରୁ ପନ୍ଦର କୋଟି ଟଙ୍କା ଖର୍ଚ୍ଚ ହେବ। ଏ ନେଇ ସରକାର ବାଚର ବିମର୍ଷ କରିବେ। ତେବେ ଏହି ଟଙ୍କା ସରକାରଙ୍କ ଉପରେ ନ ପକାଇ ବଦାନ୍ୟ ବ୍ୟକ୍ତିଙ୍କଠାରୁ ସଂଗ୍ରହ କରାଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି। ତେବେ ଏହା ଚଳିତ କାର୍ତ୍ତିକ ମାସ ପରେ ଲାଗୁ କରାଯିବ।

ସେହିପରି ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ତା ଉପରେ ଆଲୋଚନା ଚାଲିଛି। ମୁଖ୍ୟତଃ ସାତପାହଚରୁ ଧାଡିରେ କିପରି ଗୋଟିଏ ପଟେ ଭକ୍ତମାନ ପ୍ରବେଶ କରି ଅନ୍ୟପଟେ ବାହାରିବେ ସେ ନେଇ ପଦକ୍ଷେପ ନିଆଯାଉଛି। ଏହି ଶୃଙ୍ଖଳିତ ଦର୍ଶନ ଖୁବ ଶିଘ୍ର କାର୍ଯ୍ୟକାରୀ ହେବ।

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଭେଜିପୁଟ ଗ୍ରାମରେ ସାମାନ୍ୟ କଥାକୁ ନେଇ ମାରଣାନ୍ତକ ଆକ୍ରମଣ

August 21, 2026

ବାପା ପୁଅକୁ ହତ୍ୟା ଉଦ୍ୟମ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 21, 2026

ସ୍ପିନର ନା ପେସର?: କାହାକୁ ସହାୟକ ହେବ କଲମ୍ବୋ ପିଚ୍ 

August 21, 2026

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026
Latest News

ଭେଜିପୁଟ ଗ୍ରାମରେ ସାମାନ୍ୟ କଥାକୁ ନେଇ ମାରଣାନ୍ତକ ଆକ୍ରମଣ

August 21, 2026

ବାପା ପୁଅକୁ ହତ୍ୟା ଉଦ୍ୟମ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 21, 2026

ସ୍ପିନର ନା ପେସର?: କାହାକୁ ସହାୟକ ହେବ କଲମ୍ବୋ ପିଚ୍ 

August 21, 2026

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ହୋଇନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ଦାବି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.