Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Cyclone Dana Pre Impact: ବାଲେଶ୍ବରରେ ଆରମ୍ଭ ହୋଇଗଲାଣି ତାଣ୍ଡବ, ଗଛ ଉପୁଡି ରାସ୍ତା ଅବରୋଧ
ଜାତୀୟ ଖବର

Cyclone Dana Pre Impact: ବାଲେଶ୍ବରରେ ଆରମ୍ଭ ହୋଇଗଲାଣି ତାଣ୍ଡବ, ଗଛ ଉପୁଡି ରାସ୍ତା ଅବରୋଧ

October 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Dana Pre Impact: ବାଲେଶ୍ବରରେ ଆରମ୍ଭ ହୋଇଗଲାଣି ତାଣ୍ଡବ, ଗଛ ଉପୁଡି ରାସ୍ତା ଅବରୋଧ

Cyclone Dana Pre Impact: ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପୂର୍ବରୁ ବର୍ତ୍ତମାନଠାରୁ ଡରାଇବା ଆରମ୍ଭ କଲାଣି। ସମୁଦ୍ର ଉପକୂଳ ଅଞ୍ଚଳରେ ପବନ ସହିତ ପ୍ରବଳ ବର୍ଷା ଯୋଗୁଁ କ୍ଷୟକ୍ଷତି ଆରମ୍ଭ ହୋଇଯାଇଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହେବାରେ ଲାଗିଛି। ଏହାର ପ୍ରଭାବ ବର୍ତ୍ତମାନ ବାଲେଶ୍ବର ଜିଲ୍ଲାରେ ପରିଲକ୍ଷିତ ହୋଇଛି।

ବାଲେଶ୍ବର ବସ୍ତା ଅଞ୍ଚଳରେ ଗତକାଲି ରାତିରୁ ଗଛ ଉପୁଡି ରାସ୍ତା ଅବରୋଧ ହୋଇଛି। ବସ୍ତା ବ୍ଲକର ବୃନ୍ଦାବନପୁର ଗ୍ରାମରେ ବହୁ ଗଛ ଉପୁଡି ପଡିଥିବାର ଦେଖାଯାଇଛି। ଏହି ଖବର ଜାଣିବା ପରେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ସଫା କରିବାରେ ଲାଗିଛନ୍ତି। ସେହିପରି ଚାଳଘର ଗୁଡିକର ଅବସ୍ଥା ମଧ୍ୟ ତଦୃପ। ଯଦି ବାତ୍ୟା ଆସିବା ପୂର୍ବରୁ ଏପରି ସ୍ଥିତି ତେବେ ବାତ୍ୟା ଆସିଲେ କଣ ହେବ ବୋଲି ଲୋକେ ଭୟଭିତ ହୋଇପଡିଛନ୍ତି।

Cyclone Dana Cyclone Impact Cyclone2024 ବାତ୍ୟା ଦାନା ବାତ୍ୟା ପ୍ରଭାବ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.