Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଲାଇଭ୍ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଲାଇଭ୍ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

October 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଭାରତୀୟ ଚେସ୍ ଗ୍ରାଣ୍ଡ ମାଷ୍ଟର ଅର୍ଜୁନ ଏରିଗାଇସିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।

ଶ୍ରୀ ମୋଦୀ ମଧ୍ୟ ତାଙ୍କର ଅସାଧାରଣ ଦକ୍ଷତା ଏବଂ ଦୃଢ଼ତା ଭାରତକୁ ଗର୍ବିତ କରିଥିବାରୁ ତାହାକୁ ପ୍ରଶଂସା କରିବା ସହ ଏହା ଅନେକ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା! ଏହା ଏକ ଅଭୂତପୂର୍ବ ସଫଳତା। ତାଙ୍କର ଅସାଧାରଣ ଦକ୍ଷତା ଏବଂ ଦୃଢ଼ତା ଆମର ସମଗ୍ର ରାଷ୍ଟ୍ରକୁ ଗର୍ବିତ କରିଛି। ଏହା ମଧ୍ୟ ବ୍ୟକ୍ତିଗତ ଭାବେ ଏକ ମାଇଲଖୁଣ୍ଟ। ଏହା ମଧ୍ୟ ଅନେକ ଯୁବ ପିଢ଼ିଙ୍କୁ ଚେସ୍ ଖେଳିବା ସହିତ ବିଶ୍ୱ ମଞ୍ଚରେ ସଫଳ ହେବାକୁ ପ୍ରେରଣା ଯୋଗାଇବ । ଭବିଷ୍ୟତର ସଫଳତା ପାଇଁ ତାଙ୍କୁ ବହୁତ ବହୁତ ଶୁଭେଚ୍ଛା।”

Share. Facebook Twitter LinkedIn Email WhatsApp Copy Link

Related Posts

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026
Latest News

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.