Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗୃହରେ ବାସ୍ତୁ ଦୋଷ ଥିଲେ କରନ୍ତୁ ଏହି ସରଳ ଉପାୟ: ଦୂର ହେବ ସବୁ ସମସ୍ୟା
ଜାତୀୟ ଖବର

ଗୃହରେ ବାସ୍ତୁ ଦୋଷ ଥିଲେ କରନ୍ତୁ ଏହି ସରଳ ଉପାୟ: ଦୂର ହେବ ସବୁ ସମସ୍ୟା

November 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବାସ୍ତୁଶାସ୍ତ୍ର ଅନୁସାରେ ବାସ୍ତୁ ଦୋଷ ରହୁଥିବା ଘରେ ସୁଖ ଶାନ୍ତି ଏବଂ ପରିବାରର ଉନ୍ନତିରେ ସମସ୍ୟା ଦେଖାଯାଏ। ବାସ୍ତୁ ଦୋଷ କାରଣରୁ କୌଣସି ବ୍ଯକ୍ତିର ଭାଗ୍ୟ ଉପରେ ଖରାପ ପ୍ରଭାବ ପଡିଥାଏ। ଏହାସହିତ ଘରର ଅନ୍ୟ ସଦସ୍ୟଙ୍କ ମଧ୍ୟରେ ଅନେକ ସମସ୍ୟା ଦେଖାଯାଏ।

ତେବେ ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଘରର ବାସ୍ତୁ ଦୋଷ ଦୂର କରିବା ପାଇଁ କର୍ପୂରକୁ ମହତ୍ବପୂର୍ଣ୍ଣ ଏବଂ ଫଳପ୍ରଦ ବୋଲି ବିଶ୍ବାସ କରାଯାଏ। କର୍ପୂରର ଏମିତି କିଛି ଉପାୟ ଅଛି, ଯେଉଁଥିରେ ବାସ୍ତୁ ଦୋଷ ଦୂର ହୋଇପାରିବ।

ବାସ୍ତୁ ଦୋଷ ଦୂର କରିବାର ଉପାୟ ଗୁଡିକ ହେଲା:

୧- ଘରର କୋଣରେ କିଛି କର୍ପୂର ରଖିଦିଅନ୍ତୁ, ତାହା ଆପେ ଆପେ ତରଳି ମିଶିଲା ପରେ ପୁନଶ୍ଚ ଆଉ କିଛି କର୍ପୂର ରଖିଦିଅନ୍ତୁ। ଏହା କରିବା ଦ୍ଵାରା ଘରର ବାସ୍ତୁ ଦୋଷ ଦୂର ହୋଇପାରିବ ନାହିଁ।

୨- ଗୃହରେ ସବୁବେଳେ ସକାଳେ ଏବଂ ସନ୍ଧ୍ୟା ସମୟରେ ଦେଶୀ ଘିଅରେ କର୍ପୂରକୁ ମିଶାଇ ଜଳାନ୍ତୁ । ଏଥିରେ ଘରର ସକାରାତ୍ମକ ଶକ୍ତି ସୃଷ୍ଟି ହେବ। ସାଥିରେ ଘରର ସୁଖ ଶାନ୍ତି ଜାରି ରହିବ।

୩- ରାତିରେ ରୋଷେଇ କାମ ସରିଲା ପରେ ସଫା ଥିବା ଏକ କଟୋରୀରେ ଲବଙ୍ଗ ଏବଂ କର୍ପୂର ଜଳାଇବା ଲାଭଦାୟକ ଅଟେ। ଏଥିରେ ଘରର ଧାନର ଭଣ୍ଡାର ସବୁବେଳେ ଭରି ରହିବ।

୪- ଅନେକ ଥର ବହୁ ପରିଶ୍ରମ କରିଲା ପରେ ସଫଳତା ମିଳିନଥାଏ। ଏଭଳି ସ୍ଥଳେ କଟୋରୀରେ ନିୟମିତ ଭାବେ ଲବଙ୍ଗ ଏବଂ କର୍ପୂର ଜଳାଇ ଘରର ସବୁଆଡେ ବୁଲାନ୍ତୁ। ଏଥିରେ ସବୁ ସମସ୍ୟା ଦୂର ହେବ ଏବଂ କାମ ହେବାରେ ଲାଗିବ।

୫- ଗାଧୋଇବା ପରେ ପାଣିରେ କର୍ପୂର ତେଲର କିଛି ବୁନ୍ଦା ଢାଳିଲେ ଶରୀରରରେ ଶକ୍ତି ଏବଂ ଫୁର୍ତ୍ତି ଅନୁଭୂତି ହେବ। ଏହାଦ୍ବାରା ଭାଗ୍ୟ ମଧ୍ୟ ଚମକିବ।

୬- ଗୃହରେ ସକାରତ୍ମକ ଶକ୍ତି ପାଇଁ ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ କର୍ପୂର ଜଳାଇ ଗୋଟିଏ କୋଣରେ ରଖନ୍ତୁ

୭- ଗୃହର ଅଗ୍ନି କୋଣ ତଥା ଦକ୍ଷିଣ-ପୂର୍ବ ଦିଗରେ ପ୍ରତିଦିନ କର୍ପୂର ଜଳାଇଲେ ପରିବାରର ଆର୍ଥିକ ସମୃଦ୍ଧି ହେବ।

କର୍ପୂର ଦୂର ହେବ ସମସ୍ୟା ବାସ୍ତୁ ଦୋଷ ବାସ୍ତୁଶାସ୍ତ୍ର ସରଳ ଉପାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ରେ ଅହମ୍ମଦାବାଦଠାରେ ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 9, 2026

ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

January 9, 2026

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026
Latest News

ଜାନୁଆରୀ ୧୨ରେ ଅହମ୍ମଦାବାଦଠାରେ ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 9, 2026

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

January 9, 2026

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.