Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଦଳୀ ଖାଇବାକୁ ଯେମିତି, ଦେହ ପାଇଁ ମଧ୍ୟ ସେମିତି; ଜାଣନ୍ତୁ କଦଳୀରେ କେଉଁ ରୋଗ ଭଲ ହୁଏ
ଜାତୀୟ ଖବର

କଦଳୀ ଖାଇବାକୁ ଯେମିତି, ଦେହ ପାଇଁ ମଧ୍ୟ ସେମିତି; ଜାଣନ୍ତୁ କଦଳୀରେ କେଉଁ ରୋଗ ଭଲ ହୁଏ

November 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କଦଳୀ ହେଉଛି ଏକ ଶୁଭ ଫଳ। ଏହାକୁ ବିଭିନ୍ନ ପୂଜାପାର୍ବଣରେ ବ୍ୟବହାର କରାଯାଇଥାଏ। ଏହାର ଗଛ ମଧ୍ୟ ପୂଜାରେ ବ୍ୟବହାର କରାଯାଏ। କଦଳୀ ଫଳ ଠାରୁ ଆରମ୍ଭ କରି ପତ୍ର ଏବଂ ଏହାର ମଞ୍ଜା ମଧ୍ୟ ବ୍ୟବହାର ହୁଏ। ତେବେ କଦଳୀ ଦ୍ବାରା ଅନେକ ରୋଗ ଭଲ ହୋଇଥାଏ। ଜାଣନ୍ତୁ  କଦଳୀ ଖାଇଲେ କେଉଁ ପ୍ରକାରର ଉପକାରରେ ଆସେ..

୧- ପାଚିଲା କଦଳୀ ଡାଇରିଆ ଏବଂ ଆଜମା ରୋଗୀଙ୍କ ପାଇଁ ବେଶ ଉପାଦେୟ।

୨- ଅଧାପାଚିଲା କଦଳୀ କୋଷ୍ଠକଦ୍ଧତା କ୍ଷେତ୍ରରେ ବେଶ ସହାୟକ ହୋଇଥାଏ

୩- କଦଳୀ ଚକଟାରେ ଅଳ୍ପ ଲୁଣ ମିଶାଇ ଖାଇଲେ ଡିସେଣ୍ଟ୍ରି ରୋଗ ଭଲ ହୋଇଥାଏ

୪- ଦୈନିକ ଗୋଟିଏ ପାଚିଲା କଦଳୀ ଖାଇବା ଦ୍ବାରା ଡାଇବେଟିସ, ହୃଦରୋଗ, ରକ୍ତଚାପ ନିୟନ୍ତ୍ରଣ ଭିତରେ ରହେ।

୫- ଯଦି ଚର୍ମ ପୋଡିଯାଇ କଳା ଦେଖାଯାଉଥାଏ ବା ମଳିନ ପଡିଯାଏ ତେବେ କଦଳୀ ମଣ୍ଡ ସେହି ସ୍ଥାନରେ ପ୍ରତିଦିନ ଲଗାଇଲେ ତାହା ଭଲ ହୋଇଥାଏ

୬- କଦଳୀ ଖାଇବା ଦ୍ବାରା ମୁଖ କର୍କଟ ଏବଂ ଫୁସଫୁସ କର୍କଟକୁ ରୋକିବାରେ ସାହାର୍ଯ୍ୟ କରିଥାଏ।

Banana for Health କଦଳୀ ଦେହ ପାଇଁ କଦଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026
Latest News

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.