Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା
ଜାତୀୟ ଖବର

ଆଜି ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା

November 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା

ନୂଆଦିଲ୍ଲୀ: ଆଜି ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଷ୍ଟିସ ଖାନ୍ନା ଭାରତର 51 ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିବେ।

ଶନିବାର ଦିନ ମୁଖ୍ୟ ବିଚାରପତି ପଦରୁ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ ଅବସର ଗ୍ରହଣ କରିଛନ୍ତି। ତାଙ୍କ ପରେ ଜଷ୍ଟିସ ସଂଜୀବ ଖାନ୍ନା ପରବର୍ତ୍ତି ମୁଖ୍ୟ ବିଚାରପତି ହେବେ ବୋଲି ଘୋଷଣା କରାଯାଇଛି। ଜଷ୍ଟିସ ଖାନ୍ନା ବହୁ ବିବାଦୀୟ ମାମଲାରେ ରାୟ ପ୍ରକାଶ କରିବା କିମ୍ବା ସେହି ବେଞ୍ଚରେ ରହି ମତ ରଖିବା କାର୍ଯ୍ୟ କରିଛନ୍ତି।

ଭାରତର ମୁଖ୍ୟ ବିଚାରପତି ମୁଖ୍ୟ ବିଚାରପତି
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026
Latest News

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.