Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତିନି ବର୍ଷର ଓଡିଆ ଚଳଚିତ୍ର ପୁରସ୍କାର ଘୋଷଣା, ଦମନ ଶ୍ରେଷ୍ଠ ଚଳଚିତ୍ର, ଦେଖନ୍ତୁ ପୁରା ତାଲିକା
ଜାତୀୟ ଖବର

ତିନି ବର୍ଷର ଓଡିଆ ଚଳଚିତ୍ର ପୁରସ୍କାର ଘୋଷଣା, ଦମନ ଶ୍ରେଷ୍ଠ ଚଳଚିତ୍ର, ଦେଖନ୍ତୁ ପୁରା ତାଲିକା

November 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
CineAward
ତିନି ବର୍ଷର ଓଡିଆ ଚଳଚିତ୍ର ପୁରସ୍କାର ଘୋଷଣା, ଦମନ ଶ୍ରେଷ୍ଠ ଚଳଚିତ୍ର, ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ବର: ତିନି ବର୍ଷ ଧରି ବାକି ରହିଥିବା ଓଡିଆ ଚଳଚିତ୍ର ପୁରସ୍କାର ଆଜି ଘୋଷଣା ହୋଇଛି। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ପୁରସ୍କାର ଘୋଷଣା କରିଛନ୍ତି। ଏଥିରେ ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ଘୋଷଣା ଅନୁସାରେ ତିନି ବର୍ଷର ବିଭିନ୍ନ ବର୍ଗରେ ଯେଉଁମାନେ ମନୋନିତ ହୋଇଛନ୍ତି ସେମାନେ ହେଲେ..

୨୦୨୦ ମସିହା ପାଇଁ ଓଡିଆ ଚଳଚିତ୍ର ପୁରସ୍କାର

ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର-ବିଶିଷ୍ଟ ଅଭିନେତା ତଥା ନାଟ୍ୟ ନିର୍ଦ୍ଦେଶକ ଅନନ୍ତ ମହାପାତ୍ର ଜୀବନବ୍ୟାପୀ ସାଧନା ପାଇଁ ପାଇବେ ।

ଶ୍ରେଷ୍ଠ ଚଳଚ୍ଚିତ୍ର -ସହିଦ୍‌ ରଘୁ ସର୍ଦ୍ଦାର’
ଶ୍ରେଷ୍ଠ ନିର୍ଦ୍ଦେଶକ ରାକେଶ ସାମଲ(ରୋମିଓ ରାଜା),
ଶ୍ରେଷ୍ଠ ମୁଖ୍ୟ ଅଭିନେତା ଭାବେ ଦେବାଶିଷ ପାତ୍ର(ସହିଦ ରଘୁ ସର୍ଦ୍ଦାର) ଓ ଅମ୍ଳାନ ଦାସ(ରୋମିଓ ରାଜା)
ଶ୍ରେଷ୍ଠ ଅଭିନେତ୍ରୀ ଭାବେ କାବ୍ୟାକିରଣ ଶୁକ୍ଳା(ସହିଦ୍‌ ରଘୁ ସର୍ଦ୍ଦାର),
ଶ୍ରେଷ୍ଠ କାହାଣୀକାର ଡକ୍ଟର ବିଶ୍ୱନାଥ ପଟ୍ଟନାୟକ(ସହିଦ୍‌ ରଘୁ ସର୍ଦ୍ଦାର),
ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ(ବାଳକୃଷ୍ଣ ଦାଶ ସମ୍ମାନ) ବୈଦ୍ୟନାଥ ଦାସ(ରୋମିଓ ରାଜା)
ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟକ ସରୋଜ କୁମାର(ରୋମିଓ ରାଜା)
ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟିକା ଅସୀମା ପଣ୍ଡା(ରୋମିଓ ରାଜା)
ଶ୍ରେଷ୍ଠ ଗୀତିକାର ପଞ୍ଚାନନ ନାୟକ
ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଜ୍ଞାନେନ୍ଦ୍ର କୁମାର ପଲାଇ(ରୋମିଓ ରାଜା)
ଶ୍ରେଷ୍ଠ ପାର୍ଶ୍ୱ ଅଭିନେତ୍ରୀ ଭାବେ ପୁଷ୍ପା ପଣ୍ଡା(ସହିଦ୍‌ ରଘୁ ସର୍ଦ୍ଦାର)
ଶ୍ରେଷ୍ଠ ଶିଶୁ ଅଭିନେତା ଅଜୟ କୁମାର ଚୌଧୁରୀ
ଶ୍ରେଷ୍ଠ କଳା ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସେଠୀ(ସହିଦ୍‌ ରଘୁ ସର୍ଦ୍ଦାର)
ସ୍ୱତନ୍ତ୍ର ଜୁରି ପୁରସ୍କାର ବର୍ଷା ପ୍ରିୟଦର୍ଶିନୀ
ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ଭାବେ ନୀଳା ମହାପାତ୍ରଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ମାସ୍କ
ଶ୍ରେଷ୍ଠ ଖଳ ଅଭିନେତା ରାଜିବ ମହାନ୍ତି(ସହିଦ ରଘୁ ସର୍ଦ୍ଦାର)
ଶ୍ରେଷ୍ଠ ଖଳ ଅଭିନେତ୍ରୀ ଭାବେ ଲିପ୍ସା ମିଶ୍ର(କ୍ୱିନ୍‌)
ଶ୍ରେଷ୍ଠ ସଂଳାପକାର ଭାବେ ଡକ୍ଟର ରଜନୀ ରଞ୍ଜନ ଦାସ(ସହିଦ୍‌ ରଘୁ ସର୍ଦ୍ଦାର)

୨୦୨୧ ମସିହା ଚଳଚିତ୍ର ପୁରସ୍କାର

ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର- ବିଶିଷ୍ଟ ଚିତ୍ରତ୍ତୋଳନକାରୀ ଶ୍ରୀନିବାସ ମହାପାତ୍ରଙ୍କୁ ଜୀବନବ୍ୟାପୀ ସାଧନା ପାଇଁ  ପ୍ରଦାନ କରାଯିବ।

ଶ୍ରେଷ୍ଠ ଚଳଚିତ୍ର- ‘ପ୍ରତୀକ୍ଷା’ ଓ ଅତିଶ କୁମାର ରାଉତଙ୍କ ‘ଡାଲ୍‌ଚିନି’
ଶ୍ରଷ୍ଠ ନିର୍ଦ୍ଦେଶକ ସୁରେଶ ପଟ୍ଟନାୟକ(ତୃଷ୍ଣା),
ଶ୍ରେଷ୍ଠ ମୁଖ୍ୟ ଅଭିନେତା ଭାବେ ଅଙ୍କିତ କୁମାର ଓ ଦୀପନ୍ୱିତ ଦାଶ ମହାପାତ୍ର
ଶ୍ରେଷ୍ଠ ମୁଖ୍ୟ ଅଭିନେତ୍ରୀ ସୂର୍ଯ୍ୟମୟୀ ମହାପାତ୍ର(ଡାଲ୍‌ଚିନି)
ଶ୍ରେଷ୍ଠ କାହାଣୀକାର ରଞ୍ଜନ ଦାସ(ଭୋକ) ଓ ଗୌରହରୀ ଦାସ(ପ୍ରତୀକ୍ଷା)
ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିଦ ମଜୁମଦାର(ତୃଷ୍ଣା)
ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟକ ସ୍ୱୟପ୍ରଭାସ ପାଢ଼ୀ
ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟିକା ସୋହିନୀ ମିଶ୍ର
ଶ୍ରେଷ୍ଠ ଗୀତିକାର ଚିନ୍ମୟ ଦାସ ପଟ୍ଟନାୟକ(ବିଶ୍ୱାସ)
ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ସମରେଶ ରାଉତରାୟ(ତୃଷ୍ଣ ଓ ଅଜାତି)
ଶ୍ରେଷ୍ଠ ପାର୍ଶ୍ୱ ଅଭିନେତ୍ରୀ ସାଧନା ମାଳି ଓ ଏଲିନା ସାମନ୍ତରାୟ
ଶ୍ରେଷ୍ଠ ହାତ୍ୟ କଳାକାର ଭାବେ ଶଙ୍କର
ଶ୍ରେଷ୍ଠ ଶିଶୁ ଅଭିନେତା ନଭନିତ ମହାନ୍ତି
ଖଳ ଅଭିନେତା କୁନା ତ୍ରିପାଠୀ(ଭୋକ)
ଶ୍ରେଷ୍ଠ ଖଳ ଅଭିନେତ୍ରୀ ଇଷାନୀ ସେନ୍‌ ଗୁପ୍ତା(ଚକ୍ଷୁବନ୍ଧନ)
ଶ୍ରେଷ୍ଠ ସଂଳାପକାର ପ୍ରଣବ ଦାସ(ଅଜାତି) ଓ ଚିନ୍ମୟଦାସ ପଟ୍ଟନାୟକ(ବିଶ୍ୱାସ)

୨୦୨୨ ମସିହା ଚଳଚିତ୍ର ପୁରସ୍କାର

ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର- ବିଶିଷ୍ଟ ହାସ୍ୟ ଅଭିନେତା ଜୟରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ପ୍ରଦାନ କରାଯିବ

ଶ୍ରେଷ୍ଠ ଚଳଚ୍ଚିତ୍ର- ‘ଦମନ’
ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ସୁଧାଂଶୁ ମୋହନ ପତି(ମାୟାବୀ),
ଶ୍ରେଷ୍ଠ ଅଭିନେତା ବାବୁଶାନ ମହାନ୍ତି(ଦମନ),
ଶ୍ରେଷ୍ଠ ଅଭିନେତ୍ରୀ ଲୋପାମୁଦ୍ରା ମିଶ୍ର(ବୋଉର ହାତବାକ୍ସ),
ଶ୍ରେଷ୍ଠ କାହାଣୀକାର ମିହିର ରଞ୍ଜନ ଆଚାର୍ଯ୍ୟ(ବାଘ ବଜାରୀ),
ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶ(ବାଳକୃଷ୍ଣ ଦେଶ ସମ୍ମାନ) ପଙ୍କଜ ଜାଲ(ଖରା)
ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟକ ମାଧବ ଦାସ(ଶତ୍ରୁ),
ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟିକା ଦୀପ୍ତିରେଖା ପାଢୀ(ମହାବାହୁ),
ଶ୍ରେଷ୍ଠ ଗୀତିକାର ଚୂଡ଼ାମଣି ଚନ୍ଦନ(ଖରା) ଓ କପିଳେଶ୍ୱର ଖମାରୀ(ଶତ୍ରୁ),
ଶ୍ରେଷ୍ଠ ଚିତ୍ରନାଟ୍ୟ ଡକ୍ଟର ଲିଙ୍ଗରାଜ ନାଥ(ମନସ୍କ)
ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା କୁନାଲ୍‌ ପଟ୍ଟନାୟକ(ମାୟାବୀ) ଓ ଗଦାଧର ବାରିକ(ଖରା),
ଶ୍ରେଷ୍ଠ ପାର୍ଶ୍ୱ ଅଭିନେତ୍ରୀ ସୁଶୀଲା ନାୟାର(ଖରା),
ଶ୍ରେଷ୍ଠ ହାସ୍ୟ ଅଭିନେତା ହରିହର ମହାପାତ୍ର(ମହାବାହୁ),
ଶ୍ରେଷ୍ଠ ଖଳ ଅଭିନେତା କୌଶିକ ମହାପାତ୍ର,
ଶ୍ରେଷ୍ଠ ଖଳ ଅଭିନେତ୍ରୀ ମଉବାଣୀ ସରକାର(ମାୟାବୀ)

ଓଡିଆ ଚଳଚିତ୍ର ଦମନ ଦମନ ରାଜ୍ୟ ଚଳଚିତ୍ର ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.