Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହିଳା କର୍ମଚାରୀଙ୍କ ପାଇଁ ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଜାତୀୟ ଖବର

ମହିଳା କର୍ମଚାରୀଙ୍କ ପାଇଁ ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍

November 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
napkin
ମହିଳା କର୍ମଚାରୀଙ୍କ ପାଇଁ ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍

ଭୁବନେଶ୍ବର: ଲୋକସେବା ଭବନରେ ମହିଳା କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତି। କାରଣ ଲୋକସେବା ଭବନରେ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଓ ସାନିଟାରୀ ନାପକିନ୍ ଡିସପୋଜେବଲ ମେସିନ୍ ସ୍ଥାପନ କରାଯାଇଛି। ଏହାକୁ ଉଦଘାଟନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା।

ଏହି ମେସିନ ମହିଳା ଶୌଚାଳୟ କମ୍ପ୍ଲେକ୍ସ ଏବଂ ଲେଡିଜ୍ କମନ୍ ରୁମ୍ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଲଗାଯାଇଛି। ମହିଳାମାନଙ୍କ ପାଇଁ ସ୍ୱଚ୍ଛତା, ଅଧିକ ସମାବେଶୀ ଏବଂ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏହା ଏକ ପ୍ରଗତିଶୀଳ ପଦକ୍ଷେପ। ଏହା ଅଭିଯୋଗ ସମାଧାନ ପାଇଁ ପରିସରକୁ ଆସୁଥିବା ମହିଳାଙ୍କ ସୁବିଧାକୁ ସୁନିଶ୍ଚିତ କରିବ।

ଖୁବ୍ ଶୀଘ୍ର ସଚିବାଳୟ ବିଲ୍ଡିଂର ସମସ୍ତ ମହିଳା ଶୌଚାଳୟରେ ଏହି ସୁବିଧା ଉପଲବ୍ଧ ହେବ।
ଏହାର ଉଦଘାଟନ ସହିତ ଉପମୁଖ୍ୟମନ୍ତ୍ରୀ ଲୋକସେବା ଭବନ ପରିସରରେ ଛୋଟ ପିଲାମାନଙ୍କ ପାଇଁ ଥିବା କ୍ରେଚ୍ ପରିଦର୍ଶନ ମଧ୍ୟ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀଙ୍କ ସହ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଶୁଭା ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ଲୋକସେବା ଭବନ ସାନିଟାରୀ ନାପକିନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026
Latest News

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.