ସମ୍ବିଧାନ ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Published: Nov 26, 2024, 2:27 pm IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି: “ଭାରତୀୟ ସମ୍ବିଧାନର ୭୫ତମ ବାର୍ଷିକୀ ତଥା ସମ୍ବିଧାନ ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ଶୁଭକାମନା।
#75YearsOfConstitution”

Related posts