Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

December 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭାରତୀୟ ଗଣତନ୍ତ୍ରର ସୁଦୃଢ଼ ମୂଳଦୁଆ ପକାଇବାରେ ଡକ୍ଟର ପ୍ରସାଦଙ୍କ ଅମୂଲ୍ୟ ଅବଦାନକୁ ସେ ପ୍ରଶଂସା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

“ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ବିଧାନସଭା ସଭାପତି ଭାବରେ ଭାରତୀୟ ଗଣତନ୍ତ୍ରର ସୁଦୃଢ଼ ମୂଳଦୁଆ ରଖିବାରେ ସେ ଅମୂଲ୍ୟ ଅବଦାନ ଦେଇଛନ୍ତି। ଆଜି ଯେତେବେଳେ ଆମେ ସମସ୍ତେ ସମ୍ବିଧାନର ୭୫ ବର୍ଷ ପାଳନ କରୁଛୁ, ସେତେବେଳେ ତାଙ୍କ ଜୀବନ ଓ ଆଦର୍ଶ ଆହୁରି ପ୍ରେରଣାଦାୟକ ହୋଇଛି।”

ନରେନ୍ଦ୍ର ମୋଦୀ ଭାରତ ରତ୍ନ ଭାରତୀୟ ଗଣତନ୍ତ୍ର ଶ୍ରଦ୍ଧାଞ୍ଜଳି
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026
Latest News

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026

ଆସନ୍ତା ୮ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.