Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜିଓର ନୂଆ ବର୍ଷ ୱେଲକମ ପ୍ଲାନ, ୨୦୨୫ ଟଙ୍କାରେ ମିଳିବ ଏହି ଝକାସ୍ ସୁବିଧା
ଜାତୀୟ ଖବର

ଜିଓର ନୂଆ ବର୍ଷ ୱେଲକମ ପ୍ଲାନ, ୨୦୨୫ ଟଙ୍କାରେ ମିଳିବ ଏହି ଝକାସ୍ ସୁବିଧା

December 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଜିଓ ଗ୍ରାହକମାନଙ୍କ ପାଇଁ ୨୦୨୫ ଟଙ୍କା ମୂଲ୍ୟର ଏକ ନୂଆ ବର୍ଷ ୱେଲକମ ପ୍ଲାନ ଆରମ୍ଭ କରିଛି। ୨୦୦ ଦିନର ଭାଲିଡିଟି ରହିଥିବା ଏହି ସ୍ୱତନ୍ତ୍ର ପ୍ଲାନରେ ଅସୀମିତ ୫ଜି ସେବା, ୫୦୦ ଜିବି ୪ଜି ହାଇ-ସ୍ପିଡ଼ ଡାଟା (ଦୈନିକ ୨.୫ ଜିବି), ଅସୀମିତ କଲ୍ ଏବଂ ଏସଏମଏସ ଉପଲବ୍ଧ। ଏହି ପ୍ଲାନ ସହିତ ଗ୍ରାହକମାନେ ସମାନ ସୁବିଧା ମିଳୁଥିବା ମାସିକ ୩୪୯ ଟଙ୍କା ମୂଲ୍ୟର ରିଚାର୍ଜ ତୁଳନାରେ ୪୬୮ ଟଙ୍କା ସଞ୍ଚୟ କରିପାରିବେ।

ଏହି ପ୍ଲାନ ସହିତ ୨୧୫୦ ଟଙ୍କା ମୂଲ୍ୟର ପାର୍ଟନର କୁପନ ମଧ୍ୟ ଗ୍ରାହକଙ୍କୁ ଦିଆଯାଉଛି । ଏଥିରେ ୫୦୦ ଟଙ୍କା ମୂଲ୍ୟର ଆଜିଓ ରିହାତି କୁପନ୍ (ସର୍ବନିମ୍ନ ୨୫୦୦ ଟଙ୍କା କ୍ରୟ ଉପରେ), ସ୍ୱିଗି ରେ ୧୫୦ ଟଙ୍କା (୪୯୯ ଟଙ୍କାରୁ ଅଧିକ ଅର୍ଡର ଉପରେ) ଏବଂ ଇଜ଼ ମାଇଁ ଟ୍ରିପ୍ ମାଧ୍ୟମରେ ଫ୍ଲାଇଟ୍ ବୁକିଂରେ ୧୫୦୦ ଟଙ୍କା ରିହାତି ଅନ୍ତର୍ଭୁକ୍ତ।

ଏହି ଅଫର ୧୧ ଡିସେମ୍ବର ୨୦୨୪ ରୁ ଜାନୁୟାରୀ ୧୧, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ । ଜିଓର ଏହି ପ୍ଲାନ ନୂଆ ବର୍ଷ ଉତ୍ସବକୁ ଅଧିକ ସ୍ୱତନ୍ତ୍ର କରିବା ପାଇଁ ଏକ ଉତ୍ତମ ସୁଯୋଗ ନେଇଆସିଛି।

jio new year Reliance JIO ଜିଓ ରିଲାଏନସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲରେ ହାଇ-ଟେକ୍ ନ୍ୟୁରୋସର୍ଜରୀ ଦ୍ୱାରା ୬୦ ବର୍ଷୀୟା ମହିଳାଙ୍କ ଜୀବନ ରକ୍ଷା

June 16, 2026

ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସଦର ମହକୁମାରେ ମିଳିତ ଜନଶୁଣାଣି ଶିବିର

June 16, 2026

ବ୍ୟାଙ୍କଗୁଡ଼ିକ ଦ୍ୱାରା ଏହି ମନମୁଖୀ କାର୍ଯ୍ୟ ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲା RBI

June 16, 2026

ତ୍ରିରାଷ୍ଟ୍ରୀୟ ସିରିଜରେ ଭାରତର ଲଗାତାର ଦୁଇଟି ପରାଜୟ: ଏବେ ଫାଇନାଲ ଖେଳିପାରିବ କି?

June 16, 2026
Latest News

ସମ୍ ହସ୍ପିଟାଲରେ ହାଇ-ଟେକ୍ ନ୍ୟୁରୋସର୍ଜରୀ ଦ୍ୱାରା ୬୦ ବର୍ଷୀୟା ମହିଳାଙ୍କ ଜୀବନ ରକ୍ଷା

June 16, 2026

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସଦର ମହକୁମାରେ ମିଳିତ ଜନଶୁଣାଣି ଶିବିର

June 16, 2026

ବ୍ୟାଙ୍କଗୁଡ଼ିକ ଦ୍ୱାରା ଏହି ମନମୁଖୀ କାର୍ଯ୍ୟ ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲା RBI

June 16, 2026

ତ୍ରିରାଷ୍ଟ୍ରୀୟ ସିରିଜରେ ଭାରତର ଲଗାତାର ଦୁଇଟି ପରାଜୟ: ଏବେ ଫାଇନାଲ ଖେଳିପାରିବ କି?

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.