Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜିଓର ନୂଆ ବର୍ଷ ୱେଲକମ ପ୍ଲାନ, ୨୦୨୫ ଟଙ୍କାରେ ମିଳିବ ଏହି ଝକାସ୍ ସୁବିଧା
ଜାତୀୟ ଖବର

ଜିଓର ନୂଆ ବର୍ଷ ୱେଲକମ ପ୍ଲାନ, ୨୦୨୫ ଟଙ୍କାରେ ମିଳିବ ଏହି ଝକାସ୍ ସୁବିଧା

December 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଜିଓ ଗ୍ରାହକମାନଙ୍କ ପାଇଁ ୨୦୨୫ ଟଙ୍କା ମୂଲ୍ୟର ଏକ ନୂଆ ବର୍ଷ ୱେଲକମ ପ୍ଲାନ ଆରମ୍ଭ କରିଛି। ୨୦୦ ଦିନର ଭାଲିଡିଟି ରହିଥିବା ଏହି ସ୍ୱତନ୍ତ୍ର ପ୍ଲାନରେ ଅସୀମିତ ୫ଜି ସେବା, ୫୦୦ ଜିବି ୪ଜି ହାଇ-ସ୍ପିଡ଼ ଡାଟା (ଦୈନିକ ୨.୫ ଜିବି), ଅସୀମିତ କଲ୍ ଏବଂ ଏସଏମଏସ ଉପଲବ୍ଧ। ଏହି ପ୍ଲାନ ସହିତ ଗ୍ରାହକମାନେ ସମାନ ସୁବିଧା ମିଳୁଥିବା ମାସିକ ୩୪୯ ଟଙ୍କା ମୂଲ୍ୟର ରିଚାର୍ଜ ତୁଳନାରେ ୪୬୮ ଟଙ୍କା ସଞ୍ଚୟ କରିପାରିବେ।

ଏହି ପ୍ଲାନ ସହିତ ୨୧୫୦ ଟଙ୍କା ମୂଲ୍ୟର ପାର୍ଟନର କୁପନ ମଧ୍ୟ ଗ୍ରାହକଙ୍କୁ ଦିଆଯାଉଛି । ଏଥିରେ ୫୦୦ ଟଙ୍କା ମୂଲ୍ୟର ଆଜିଓ ରିହାତି କୁପନ୍ (ସର୍ବନିମ୍ନ ୨୫୦୦ ଟଙ୍କା କ୍ରୟ ଉପରେ), ସ୍ୱିଗି ରେ ୧୫୦ ଟଙ୍କା (୪୯୯ ଟଙ୍କାରୁ ଅଧିକ ଅର୍ଡର ଉପରେ) ଏବଂ ଇଜ଼ ମାଇଁ ଟ୍ରିପ୍ ମାଧ୍ୟମରେ ଫ୍ଲାଇଟ୍ ବୁକିଂରେ ୧୫୦୦ ଟଙ୍କା ରିହାତି ଅନ୍ତର୍ଭୁକ୍ତ।

ଏହି ଅଫର ୧୧ ଡିସେମ୍ବର ୨୦୨୪ ରୁ ଜାନୁୟାରୀ ୧୧, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ । ଜିଓର ଏହି ପ୍ଲାନ ନୂଆ ବର୍ଷ ଉତ୍ସବକୁ ଅଧିକ ସ୍ୱତନ୍ତ୍ର କରିବା ପାଇଁ ଏକ ଉତ୍ତମ ସୁଯୋଗ ନେଇଆସିଛି।

jio Jio New Year Plan new year Reliance JIO ଜିଓ ରିଲାଏନସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

July 23, 2025
Latest News

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

July 23, 2025

ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.