Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ବିଲ୍: ସପକ୍ଷରେ ୨୬୯ ସାଂସଦଙ୍କ ଭୋଟ୍, ଜାଣନ୍ତୁ ବିରୋଧରେ କେତେ?
ଜାତୀୟ ଖବର

‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ବିଲ୍: ସପକ୍ଷରେ ୨୬୯ ସାଂସଦଙ୍କ ଭୋଟ୍, ଜାଣନ୍ତୁ ବିରୋଧରେ କେତେ?

December 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନରେ ଉଭୟ ଗୃହ (ଲୋକସଭା ଏବଂ ରାଜ୍ୟସଭା) ର ପ୍ରକ୍ରିୟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ଲୋକସଭାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ଆଗତ ହୋଇଥିବାବେଳେ ଅନ୍ୟ ପଟେ ରାଜ୍ୟସଭାରେ ସମ୍ବିଧାନ ଉପରେ ବିତର୍କ ଜାରି ରହିଛି। ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ ବିଲ୍ ଲୋକସଭାରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଦ୍ଵାରା ଆଗତ କରାଯାଇଛି।

ଲୋକସଭାରେ ଭୋଟ୍ ବିଭାଜନ ପରେ ଲୋକସଭାରେ ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ବିଲ୍ ଆଗତ କରାଯାଇଛି। ଗୃହରେ ଏହି ବିଲ୍ ଆଗତ କରିବା ପ୍ରସ୍ତାବକୁ ୨୬୯ ସାଂସଦ ଭୋଟ୍ ଦେଇଥିବାବେଳେ ୧୯୮ ଜଣ ଏହାକୁ ବିରୋଧ କରିଛନ୍ତି।

Lok Sabha Lok Sabha Winter Session parliament Parliament Winter Session Parliament Winter Session 2024 Parliament Winter Session Live
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.