Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସଂସଦରେ ଅନୁପସ୍ଥିତ ଥିବାରୁ 20 ସାଂସଦଙ୍କୁ ନୋଟିସ କଲା ବିଜେପି, ଓଡିଶାରୁ ତିନି ଜଣ
ଜାତୀୟ ଖବର

ସଂସଦରେ ଅନୁପସ୍ଥିତ ଥିବାରୁ 20 ସାଂସଦଙ୍କୁ ନୋଟିସ କଲା ବିଜେପି, ଓଡିଶାରୁ ତିନି ଜଣ

December 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂସଦରେ ଅନୁପସ୍ଥିତ ଥିବାରୁ 20 ସାଂସଦଙ୍କୁ ନୋଟିସ କଲା ବିଜେପି, ଓଡିଶାରୁ ତିନି ଜଣ

ଭୁବନେଶ୍ବର: ସଂସଦରେ ଗତକାଲି ଭୋଟ ବିଭାଜନ ବେଳେ ବିଜେପି ବଡ ଅଡୁଆ ପରିସ୍ଥିତିରେ ପଡିଯାଇଥିଲା। ଗୋଟିଏ ଦେଶ ଗୋଟିଏ ନିର୍ବାଚନ ବିଲ ଆଗତ ପାଇଁ ବିରୋଧୀ ଭୋଟ ବିଭାଜନ କରିବାକୁ ଚାହିଁଥିଲେ। ଫଳରେ ସବୁ ଦଳ ତାଙ୍କର ସାଂସଦମାନେ ଏଥିରେ ଉପସ୍ଥିତ ରହିବାକୁ ହ୍ବପି ଜାରୀ କରାଯାଇଥିଲା।

ଏଥିରେ ବିଜେପି ତାହାର ସମସ୍ତ ସାଂସଦଙ୍କୁ ସଂସଦରେ ଉପସ୍ଥିତ ରହିବାକୁ କୁହାଯାଇଥିଲା। କାରଣ ଏହା ସରକାରୀ ବିଜେପି ପାଇଁ ସମ୍ମାନର ପ୍ରଶ୍ନ ଥିଲା। ହେଲେ ଭୋଟ ଗ୍ରହଣ ପରେ ଦେଖାଯାଇଥିଲା ଯେ, ବିଜେପିର 20 ସାଂସଦ ଅନୁପସ୍ଥିତ ଅଛନ୍ତି। ଏହି ସାଂସଦଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଦଳ ନୋଟିସ ଜାରୀ କରିବ ବୋଲି ନିଷ୍ପତି କରିଛି।

ଏହି ଅନୁପସ୍ଥିତ 20 ଜଣ ସାଂସଦଙ୍କ ମଧ୍ୟରୁ ଓଡିଶାର ତିନିଜଣ ସାଂସଦ ରହିଛନ୍ତି। ସେମାନେ ହେଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ, ମୟୁରଭଂଜ ସାଂସଦ ନବ ମାଝୀ ଏବଂ କେଉଁଝର ସାଂସଦ ଅନନ୍ତ ନାୟକ।

one nation one election
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.