Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରବି ଚାଷ ପାଇଁ ବାଘୁଆ ଜଳଭଣ୍ଡାରରୁ ବନ୍ଦ ରହିବ ଜଳଯୋଗାଣ
ଜାତୀୟ ଖବର

ରବି ଚାଷ ପାଇଁ ବାଘୁଆ ଜଳଭଣ୍ଡାରରୁ ବନ୍ଦ ରହିବ ଜଳଯୋଗାଣ

December 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବୁଗୁଡା ସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟଠାରେ ଚାଷୀଙ୍କୁ ନେଇ ରବି ଚାଷ ସମ୍ପର୍କିତ ଏକ ସାଧାରଣ ବୈଠକ ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାଳଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ବାଘୁଆ ଜଳଭଣ୍ଡାରର ଜଳଧାରଣ କ୍ଷମତା ୩୧୦୦ ହେକ୍ଟର ହୋଇଥିବା ସ୍ଥଳେ ବର୍ତ୍ତମାନ ଯାହାକି ୧୩୮.୯୭ ହେକ୍ଟର ଜଳ ଗଛିତ ଅଛି ଯାହାକି ଜଳଧାରଣ କ୍ଷମତାର ୪.୪୮%।

ଏଥିସହ ଆଗାମୀ ଗ୍ରୀଷ୍ମ ଋତୁରେ ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପାନୀୟଜଳ ଯୋଗାଣ ଅନିବାର୍ଯ୍ୟ ହୋଇଥିବାରୁ ରବି ଋତୁରେ ଚାଷ ନିମନ୍ତେ ବାଘୁଆ ଜଳଭଣ୍ଡାରରୁ ଜଳ ଯୋଗାଣ ସମ୍ଭବ ହୋଇପାରିବ ନାହିଁ ବୋଲି ଉପସ୍ଥିତ ସମସ୍ତ ଚାଷୀଙ୍କୁ ଅବଗତ କରାଯାଇଥିଲା। ବାଘୁଆ ଜଳସେଚନ ଉପରେ ନିର୍ଭର କରି କୌଣସି ଚାଷ ନକରିବା ସହ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଏବିଷୟ ଅବଗତ କରାଇବା ପାଇଁ ସଭ୍ୟମାନଙ୍କୁ ଅନୁରୋଧ କରାଯାଇଥିଲା।

ବୈଠକରେ ବୁଗୁଡ଼ା ସହ କୃଷି ଅଧିକାରୀ ହରପ୍ରୀୟା ବେହେରା ରବି ଋତୁରେ କମ୍ ଜଳରେ ଉତ୍ପାଦିତ ବିଭିନ୍ନ ଫସଲ ଉପରେ ଆଲୋଚନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Latest News

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.