Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଆଇରେ ଅଗ୍ରଣୀ ହେବାକୁ ଭାରତ ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଏଆଇରେ ଅଗ୍ରଣୀ ହେବାକୁ ଭାରତ ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ

January 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
AI
ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

ନୂଆଦିଲ୍ଲୀ: ଭାରତୀୟ ଉଦ୍ୟୋଗପତି ବିଶାଲ ସିକ୍କା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଏହି ସାକ୍ଷାତରେ ବ୍ୟାବହାରିକ ଆଲୋଚନା ହୋଇଛି ଏବଂ ନବାଚାର ଓ ଯୁବ ବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଗୁରୁତ୍ୱ ଦେଇ ଭାରତ ଏଆଇ କ୍ଷେତ୍ରରେ ଅଗ୍ରଣୀ ହେବାକୁ ପ୍ରତିବଦ୍ଧ। ଉଭୟ ଏଆଇ ଉପରେ ବିସ୍ତୃତ ଓ ବ୍ୟାପକ ଆଲୋଚନା କରିଥିଲେ। ଭାରତ ଉପରେ ଏହାର ପ୍ରଭାବ ଏବଂ ଆଗାମୀ ଦିନରେ ଏହାର ଅନିବାର୍ଯ୍ୟତା ଉପରେ ମଧ୍ୟ ଆଲୋଚନା ହୋଇଥିଲା।

ବିଶାଲ ସିକ୍କାଙ୍କ ଦ୍ୱାରା ଏକ୍ସ ରେ ହୋଇଥିବା ଏକ ପୋଷ୍ଟ ର ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

“ନିଶ୍ଚିତ ଭାବେ ଏହା ଏକ ବ୍ୟାବହାରିକ ଆଲୋଚନା ଥିଲା। ନବାଚାର ଓ ଯୁବ ବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଗୁରୁତ୍ୱ ଦେଇ ଭାରତ ଏଆଇ କ୍ଷେତ୍ରରେ ଅଗ୍ରଣୀ ହେବାକୁ ପ୍ରତିବଦ୍ଧ।”

ଏଆଇ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.