Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପଣ୍ଡା ଅଳଙ୍କାରରେ ଡକାୟତି ଉଦ୍ୟମ, ଲୁଟେରାଙ୍କ ଗୁଳି ମାଡରେ ୩ଆହତ
ଜାତୀୟ ଖବର

ପଣ୍ଡା ଅଳଙ୍କାରରେ ଡକାୟତି ଉଦ୍ୟମ, ଲୁଟେରାଙ୍କ ଗୁଳି ମାଡରେ ୩ଆହତ

January 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା
ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା

ଭୁବନେଶ୍ଵର: ଯାଜପୁର ଜିଲ୍ଲା ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ଦୋକାନରେ ଆଜି ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ଉଦ୍ୟମ ହୋଇଛି। ଡକାୟତଙ୍କ ଗୁଳିରେ ଦୋକାନର ଦୁଇ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଡକାୟତିରେ ସାମିଲ ୫ ଡକାୟତଙ୍କ ମଧ୍ୟରୁ ଦୁଇ ଡକାୟତଙ୍କୁ ଲୋକେ କାବୁ କରି ପୁଲିସର ଜିମା ଦେଇଛନ୍ତି।

ପୁଲିସ ଏସପି ଘଟଣାସ୍ଥଳରେ ପହ଼ଞ୍ଚି ତଦନ୍ତ ଆରମ୍ଭ କରିଛନ୍ତିl ଡକାୟତିରେ ବ୍ୟବହୃତ ଗୋଟିଏ ବନ୍ଧୁକ,ଖୋକା ଓ ଗୋଟିଏ ମୋଟର ସାଇକେଲକୁ ପୁଲିସ ଜବତ କରିଛି। ଏଯାବତ ଦୁଇ ଡକାୟତଙ୍କୁ ଲୋକେ ଅଳଙ୍କାର ଦୋକାନ ମଧ୍ୟରେ ତାଲା ପକାଇ ରଖି ଥିବାରୁ ଘଟଣାସ୍ଥଳରେ ଉତେଜନା ଲାଗି ରହିଛି। ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗୁଳି ମାଡ ଡକାୟତି ଉଦ୍ୟମ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.