Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାର ଜଣେ ଖଣି ବ୍ୟବସାୟୀଙ୍କ ଢେଙ୍କାନାଳ ଘର ସମେତ 12 ଟି ସ୍ଥାନରେ ଇଡି ର ଚଢାଉ
ଜାତୀୟ ଖବର

ଓଡିଶାର ଜଣେ ଖଣି ବ୍ୟବସାୟୀଙ୍କ ଢେଙ୍କାନାଳ ଘର ସମେତ 12 ଟି ସ୍ଥାନରେ ଇଡି ର ଚଢାଉ

January 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ
କୋଇଲା ଦୁର୍ନୀତି ମାମଲାରେ ୪୪ଟି ସ୍ଥାନରେ ED ର ବଡ଼ ଚଢ଼ାଉ, ନଗଦ ୧୪ କୋଟି ଏବଂ ସୁନା ଜବତ

ଭୁବନେଶ୍ବର: ଆଜି ଇଡିର ଏକ ବଡ ଚଢାଉ କରିଛି। ଓଡିଶାର ଜଣେ ଖଣି ବ୍ୟବସାୟୀଙ୍କ ଘରେ ଏହି ଚଢାଉ କରାଯାଇଛି। ସେ ହେଉଛନ୍ତି ରତ୍ନାକାର ରାଉତ। ତାଙ୍କର ଢେଙ୍କାନାଳ ଘରେ ସମେତ ପ୍ରାୟ 12 ଟି ସ୍ଥାନରେ ଇଡି ଚଢାଉ କରିଥିବାର ଜଣାପଡିଛି। ଏଥିରେ ଢେଙ୍କାନାଳ, ହିନ୍ଦୋଳ ଏବଂ ଭୁବନେଶ୍ବରର ତିନିଟି ସ୍ଥାନ ରହିଛି।

ଟଙ୍କା ନେଣଦେଣ ନେଇ ଇଡି ଚଢାଉ କରିଥିବାର ଅନୁମାନ କରାଯାଇଛି। ବର୍ତ୍ତମାନ କିଛି ଦିନ ଧରି ଇଡି ବେଶ ସକ୍ରିୟ ହେବାରେ ଲାଗିଛି। କିଛିଦିନ ତଳେ ପ୍ରତିଷ୍ଠିତ ଖଣି ବ୍ୟବସାୟୀ ନିରଞ୍ଜନ ପଟ୍ଟନାୟକଙ୍କ ଘରେ ମଧ୍ୟ ଇଡି ଚଢାଉ କରାଯାଇଥିଲା।

ed ED RAID ଇଡି ଖଣି ବ୍ୟବସାୟୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.