Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜିଠୁ ଦୁଇ ଦିନିଆ ମେଘାଳୟ ଓ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଜାତୀୟ ଖବର

ଆଜିଠୁ ଦୁଇ ଦିନିଆ ମେଘାଳୟ ଓ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ଦୁଇ ଦିନିଆ ଅର୍ଥାତ ଜାନୁଆରୀ ୯ରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ।

ଆଜି ରାଷ୍ଟ୍ରପତି ମେଘାଳୟର ଉମିୟାମଠାରେ ଉତ୍ତର-ପୂର୍ବ ପାର୍ବତ୍ୟ ଅଞ୍ଚଳ ପାଇଁ ଆଇସିଏଆର ଗବେଷଣା କମ୍ପ୍ଲେକ୍ସର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ।

ଜାନୁଆରୀ ୧୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶାର ଭୁବନେଶ୍ୱରଠାରେ ଅନୁଷ୍ଠିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ କରିବେ।

ଓଡିଶା ଦ୍ରୌପଦୀ ମୁର୍ମୁ ମେଘାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତ୍ତୀ ଦୀକ୍ଷିତ

September 14, 2025

ଏନଆଇଆରଏଫ-୨୦୨୫ ମାନ୍ୟତାରେ ଚତୁର୍ଦ୍ଦଶ ସ୍ଥାନ ହାସଲ କଲା ଭୁବନେଶ୍ବର ଏମ୍ସ

September 14, 2025

ମା ସମଲେଶ୍ବରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

September 14, 2025
Latest News

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତ୍ତୀ ଦୀକ୍ଷିତ

September 14, 2025

ଏନଆଇଆରଏଫ-୨୦୨୫ ମାନ୍ୟତାରେ ଚତୁର୍ଦ୍ଦଶ ସ୍ଥାନ ହାସଲ କଲା ଭୁବନେଶ୍ବର ଏମ୍ସ

September 14, 2025

ମା ସମଲେଶ୍ବରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

September 14, 2025

ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.