Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉଦଘାଟନ ହେଲା କଂଗ୍ରେସ ର ନୂଆ କାର୍ଯ୍ୟାଳୟ, 47 ବର୍ଷ ପରେ ସ୍ଥାନାନ୍ତରିତ
ଜାତୀୟ ଖବର

ଉଦଘାଟନ ହେଲା କଂଗ୍ରେସ ର ନୂଆ କାର୍ଯ୍ୟାଳୟ, 47 ବର୍ଷ ପରେ ସ୍ଥାନାନ୍ତରିତ

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଦଘାଟନ ହେଲା କଂଗ୍ରେସ ର ନୂଆ କାର୍ଯ୍ୟାଳୟ, 47 ବର୍ଷ ପରେ ସ୍ଥାନାନ୍ତରିତ

ନୂଆଦିଲ୍ଲୀ: କଂଗ୍ରେସ କେନ୍ଦ୍ରୀୟ କାର୍ଯ୍ୟାଳୟ 9A କୋଟଲା ରୋଡ୍, ନୂଆଦିଲ୍ଲୀକୁ ଆଜି  ସ୍ଥାନାନ୍ତରିତ କରିଛି। ଆଗରୁ 47 ବର୍ଷ ଧରି 24 ଆକବର ରୋଡରେଏହି କାର୍ଯ୍ୟାଳୟ ଚାଲିଥିଲା। ଯାହା 139 ବର୍ଷର ଏହି ପୁରୁଣା ଦଳର ଅନେକ ସାକ୍ଷୀ ଏହି ପୁରୁଣା କୋଠାରେ ରହିଛି। ବହୁ ଇତିହାସ ଏହି ପୁରୁଣା କୋଠାରେ ସୃଷ୍ଟି ହୋଇଛି। ହେଲେ ଆଜି ସେହି ସ୍ଥାନରୁ କଂଗ୍ରେସ ତାହାର ଅଫିସକୁ ସ୍ଥାନାନ୍ତରିତ କରିଛି।

କଂଗ୍ରେସ ସାଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ପଞ୍ଚମ ତଳ ବିଶିଷ୍ଟ ଏହି ନୂଆ କାର୍ଯ୍ୟାଳୟକୁ ଉଦଘାଟନ କରିଛନ୍ତି। ଯାହା କି ଏହି ପ୍ରଚୀନ ଦଳର ଏକ ନୂତନ ଅଧ୍ୟାୟ ଲେଖିବ। ଦଳ ଏପରି ଏକ ସମୟରେ ନିଜ ଅଫିସ ସ୍ଥାନାନ୍ତରିତ କରିଛି ଯେତେବେଳେ ରାଜଧାନୀ ଦିଲ୍ଲୀରେ ଫେବ୍ରୁଆରୀ 5ରେ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି।

ଏହି କୋଠାର ନାମ ଇନ୍ଦିରା ଭବନ ରଖାଯାଇଛି। ଆଜିର ଉଦଘାଟନ କାର୍ଯ୍ୟକ୍ରମରେ ସୋନିଆଙ୍କ ସହିତ, କଂଗ୍ରେସ ନେତା ରାହୁଳ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେ ପ୍ରମୁଖ ଉପସ୍ଥିତ ଥିଲେ।

Congress Congress Office କଂଗ୍ରେସ କାର୍ଯ୍ୟାଳୟ ରାହୁଳ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.