Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ ପକ୍ଷରୁ ଏସଆଇଏଲ ଫୁଡ୍ସ ବ୍ରାଣ୍ଡ ଅଧିଗ୍ରହଣ
ଜାତୀୟ ଖବର

ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ ପକ୍ଷରୁ ଏସଆଇଏଲ ଫୁଡ୍ସ ବ୍ରାଣ୍ଡ ଅଧିଗ୍ରହଣ

January 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ
ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ ପକ୍ଷରୁ ଏସଆଇଏଲ ଫୁଡ୍ସ ବ୍ରାଣ୍ଡ ଅଧିଗ୍ରହଣ

ବେଙ୍ଗାଲୁରୁ: ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ ଲିମିଟେଡ୍ (ଆରସିପିଏଲ) ପକ୍ଷରୁ ଏସଆଇଏଲ ଫୁଡ୍ସ ବ୍ରାଣ୍ଡ ଅଧିଗ୍ରହଣ କରାଯାଇଥିବା ଘୋଷଣା କରାଯାଇଛି। ଉପଭୋକ୍ତା ଉତ୍ପାଦ କ୍ଷେତ୍ରରେ ନିଜର ସ୍ଥିତିକୁ ମଜବୁତ କରିବା ଏବଂ ଭାରତୀୟ ଐତିହ୍ୟ ବ୍ରାଣ୍ଡଗୁଡିକୁ ପୁନର୍ଜୀବିତ କରିବା ଦିଗରେ କମ୍ପାନୀର ରଣନୀତିର ଏହି ପଦକ୍ଷେପ ଏକ ଅଂଶ। ଗୁଣାତ୍ମକ ଖାଦ୍ୟ ସାମଗ୍ରୀ ପାଇଁ ଲୋକପ୍ରିୟ ଏସଆଇଏଲ ଏବେ ଆରସିପିଏଲର ବିସ୍ତୃତ ସମ୍ଭାରର ଏକ ଅଂଶ ହେବ।

ଏହି ଅବସରରେ ଆରସିପିଏଲ ସିଇଓ କେତନ ମୋଦି କହିଛନ୍ତି ଯେ “ଆମେ ଭବିଷ୍ୟତର ବ୍ୟବସାୟ ନିର୍ମାଣ କରିବା ବେଳେ ଭାରତର ସଂସ୍କୃତି ଏବଂ ଐତିହ୍ୟକୁ ସଂରକ୍ଷିତ ରଖିବା ପାଇଁ ପ୍ରତିବଦ୍ଧ। ଏସଆଇଏଲ ଫୁଡ୍ସର ଅଧିଗ୍ରହଣ ଆମକୁ ଭରତୀୟ ଖାଦ୍ୟ ଓ ଖାଦ୍ୟସାମଗ୍ରୀଗୁଡିକୁ ଉପଭୋକ୍ତାଙ୍କ ପାଖରେ ନୂତନ ତଥା ଅଭିନବ ଫର୍ମାଟରେ ପହଞ୍ଚାଇବାରେ ସହାୟକ ହେବ।

ଆରସିପିଏଲ ଏସଆଇଏଲ ବ୍ରାଣ୍ଡର ଗୁଣବତ୍ତା ଏବଂ ବିତରଣ ନେଟୱାର୍କରେ ଉନ୍ନତି ଆଣିବ। ଏସଆଇଏଲ ଫୁଡ୍ସର ପରିଚାଳନା ନିର୍ଦ୍ଦେଶକ ଅଜୟ ମାରିୱାଲା କହିଛନ୍ତି, “ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟ ସହିତ ଯୋଡି ହୋଇ ଏସଆଇଏଲ ବ୍ରାଣ୍ଡକୁ ଏକ ନୂତନ ପରିଚୟ ଦେବାକୁ ଆମେ ଉତ୍ସାହିତ। ଏହି ସହଭାଗିତା ଏସଆଇଏଲକୁ ଏକ ବ୍ୟାପକ ତଥା ଆଧୁନିକ ଗ୍ରାହକଙ୍କ ନିକଟରେ ପହଞ୍ଚାଇବାରେ ସହାୟକ ହେବ।”

Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.