Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶଙ୍ଖ ଭବନରେ ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ, ଏହି ଅବସରରେ ସେ କଣ କହିଲେ ଜାଣନ୍ତି ?
ଜାତୀୟ ଖବର

ଶଙ୍ଖ ଭବନରେ ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ, ଏହି ଅବସରରେ ସେ କଣ କହିଲେ ଜାଣନ୍ତି ?

January 26, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଶଙ୍ଖ ଭବନରେ ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ, ଏହି ଅବସରରେ ସେ କଣ କହିଲେ ଜାଣନ୍ତି ?

ଭୁବନେଶ୍ବର: ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ରେ ଆଜି ସାଧାରଣତନ୍ତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆୟୋଜିତ ସମାବେଶ ରେ ଉଦବୋଧନ ଦେଇ ଶ୍ରୀ ପଟନାୟକ କହିଥିଲେ ଯେ, ଭାରତ ଏକ ମହାନ ଦେଶ. ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଆମ ସ୍ୱାଧୀନତା ସଂଗ୍ରାମ ସାରା ବିଶ୍ୱ କୁ ଶାନ୍ତି,ଅହିଂସା ଓ ମୈତ୍ରୀର ବାର୍ତ୍ତା ଦେଇଛି। ଏହି ଅବସରରେ ଆମର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ମୋର ସମ୍ମାନ ଜଣାଉଛି।

ଆମ ସମ୍ବିଧାନ ର ଜନକ ଡ଼କ୍ଟର ବି ଆର ଆମ୍ବେଦକର ଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଶ୍ରୀ ପଟ୍ଟନାୟକ କହିଲେ ଯେ, ଆମ ସମ୍ବିଧାନ ହେଉଛି ଏକତା ର ଗ୍ରନ୍ଥ। ବହୁ ଭାଷା ଧର୍ମ ଜାତି କୁ ନେଇ ଗଠିତ ଭାରତ କୁ ଏକତା ସୂତ୍ର ରେ ବାନ୍ଧି ରଖିବାରେ ଆମ ସମ୍ବିଧାନ ସଫଳ ହୋଇଛି। Justice, liberty, fraternity and equality are the pillars of our constitution . Federalism is the bedrock of our unity. ଆମ ସମ୍ବିଧାନ ରାଜ୍ୟ ଗୁଡିକର ଅଧିକାର କୁ ସୁରକ୍ଷିତ ରଖିଛି। ସାମାଜିକ ନ୍ୟାୟ ପାଇଁ ଆମ ସମ୍ବିଧାନର ଗୁରୁତ୍ୱପୂର୍ଣ ନିର୍ଦେଶ। ସାମାଜିକ ନ୍ୟାୟ ଦିଗରେ ଆମକୁ ଆହୁରି ଅନେକ ବାଟ ଯିବାକୁ ଅଛି।

In the last seven decades India has scripted many success stories and odisha s contribution is no less significant.2000 ରୁ 2024 ମଧ୍ୟରେ ଓଡିଶା ବିକାଶ କ୍ଷେତ୍ରରେ ଅନେକ milestone ହାସଲ କରିଛି। ଏଵେ ଭାରତ ସରକାର ଙ୍କ ନୀତି ଆୟୋଗ ଆମ କାମକୁ ସ୍ୱୀକୃତି ଦେଇଛନ୍ତି। Financial health index କ୍ଷେତ୍ରରେ ଓଡିଶା ଏକ ନମ୍ବର ହୋଇଛି। ବିକାଶ ସବୁବେଳେ ଆମର focus ହୋଇ ରହିଛି ଓ ରହିବ। ମୋର ଅନୁରୋଧ ଆପଣ ମାନେ ଓଡିଶାବାସୀଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟନାୟକ ଆହ୍ୱାନ ଜଣାଇଥିଲେ।

ଏହି ଅବସରରେ ଶ୍ରୀ ପଟନାୟକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏକାମ୍ର ଗାନ୍ଧୀ ସ୍ବର୍ଗତ ପଣ୍ଡିତ ରଘୁନାଥ ମହାପାତ୍ର ଙ୍କ ନାତୁଣୀ ଶ୍ରୀମତୀ ମିତ୍ରା ପଣ୍ଡା ଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବିଜେଡି ସମନ୍ୱୟ କମିଟି ର ଅଧକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା। ବିଧାୟକ ଶ୍ରୀ ସୁଶାନ୍ତ ରାଉତ। ମେୟର ଶ୍ରୀମତୀ ସୁଲୋଚନା ଦାସ। ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସମେତ ବରିଷ୍ଠ ନେତା ଓ ଜନସାଧାରଣ ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.