Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କିଛି ଗୁରୁତ୍ବପୂର୍ଣ୍ଣ କାମ କରିବାକୁ ଯାଉଛନ୍ତି କି?, ତେବେ ମାନନ୍ତୁ ଚାଣକ୍ୟଙ୍କ ଏହି କେତୋଟି କଥା
ଜାତୀୟ ଖବର

କିଛି ଗୁରୁତ୍ବପୂର୍ଣ୍ଣ କାମ କରିବାକୁ ଯାଉଛନ୍ତି କି?, ତେବେ ମାନନ୍ତୁ ଚାଣକ୍ୟଙ୍କ ଏହି କେତୋଟି କଥା

February 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଣକ୍ୟ ନୀତି
ଚାଣକ୍ୟ ନୀତି: ଘରର ଲକ୍ଷ୍ମୀ ହୋଇଯାଆନ୍ତି ଏହି ୫ ଗୁଣ ଥିବା ମହିଳା!

ନୂଆଦିଲ୍ଲୀ: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ।

ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026

ଭାରତ ବିରୋଧୀ ମୌଲାନା ମାମୁନାଲ୍ ହକ୍‌ଙ୍କ ପରାଜୟ: ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026
Latest News

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026

ଭାରତ ବିରୋଧୀ ମୌଲାନା ମାମୁନାଲ୍ ହକ୍‌ଙ୍କ ପରାଜୟ: ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.